୧ ଥେସଲନୀକୀୟ 5:4 - ଓଡିଆ ବାଇବେଲ4 କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେ ଦିନ ଚୋରର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ, Viz kapitolaପବିତ୍ର ବାଇବଲ (Re-edited) - (BSI)4 କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେହି ଦିନ ଚୋର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ, Viz kapitolaପବିତ୍ର ବାଇବଲ (CL) NT (BSI)4 କିନ୍ତୁ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ବାସ କରୁ ନାହଁ, ତେଣୁ ସେହି ଦିବସ ତୁମ୍ଭମାନଙ୍କ ନିକଟରେ ଅତର୍କିତ ଭାବେ ଚୋର ପରି ଆସି ପହଞ୍ôଚବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେ ଦିନ ଚୋର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ, Viz kapitolaପବିତ୍ର ବାଇବଲ4 କିନ୍ତୁ ତୁମ୍ଭ ଭାଇ ଓ ଭଉଣୀମାନଙ୍କ ପାଇଁ ସେହି ଦିନଟି ଗ୍ଭେର ଆସିବା ଭଳି ଆଶ୍ଚର୍ଯ୍ୟର କଥା ହେବ ନାହିଁ, କାରଣ ତୁମ୍ଭେମାନେ ଅନ୍ଧକାରରେ ବାସ କରୁ ନାହଁ। Viz kapitola |