୧ ତୀମଥି 1:7 - ଓଡିଆ ବାଇବେଲ7 ସେମାନେ ମୋଶାଙ୍କ ବ୍ୟବସ୍ଥାର ଶିକ୍ଷକ ହେବାକୁ ଇଚ୍ଛା କରନ୍ତି, ମାତ୍ର ଯାହା କହନ୍ତି, କି କେଉଁ ବିଷୟରେ ଦୃଢ଼ ଶିକ୍ଷା ଦିଅନ୍ତି, ତାହା ନିଜେ ବୁଝନ୍ତି ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେମାନେ ବ୍ୟବସ୍ଥାର ଅଧ୍ୟାପକ ହେବାକୁ ଇଚ୍ଛା କରନ୍ତି, ମାତ୍ର ଯାହା କହନ୍ତି, କି କେଉଁ ବିଷୟରେ ଦୃଢ଼ ଶିକ୍ଷା ଦିଅନ୍ତି, ତାହା ନିଜେ ବୁଝନ୍ତି ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)7 ଧର୍ମଗୁରୁ ହୋଇ ଈଶ୍ୱରଙ୍କ ବିଧି ବ୍ୟବସ୍ଥାର ବ୍ୟାଖ୍ୟା କରିବାକୁ ସେମାନେ ଲାଳାୟିତ, କିନ୍ତୁ ନିଜ ବ୍ୟାଖ୍ୟାର ତାତ୍ପର୍ଯ୍ୟ ସେମାନେ ବୁଝନ୍ତି ନାହିଁ; ଯେଉଁ ସବୁ ବିଷୟରେ ନିଶ୍ଚିତ ଭାବରେ ନିଜ ମତ ପ୍ରକାଶ କରନ୍ତି, ତାହା ପ୍ରକୃତରେ କ’ଣ, ସେମାନେ ଜାଣନ୍ତି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେମାନେ ମୋଶାଙ୍କ ବ୍ୟବସ୍ଥାର ଶିକ୍ଷକ ହେବାକୁ ଇଚ୍ଛା କରନ୍ତି, ମାତ୍ର ଯାହା କହନ୍ତି, କି କେଉଁ ବିଷୟରେ ଦୃଢ଼ ଶିକ୍ଷା ଦିଅନ୍ତି, ତାହା ନିଜେ ବୁଝନ୍ତି ନାହିଁ। Viz kapitolaପବିତ୍ର ବାଇବଲ7 ସେହି ଲୋକମାନେ ବ୍ୟବସ୍ଥାର ଶିକ୍ଷାଦାତା ହେବାକୁ ଗ୍ଭହାନ୍ତି। କିନ୍ତୁ ସେମାନେ କ’ଣ କହୁଛନ୍ତି, ତାହା ଜାଣନ୍ତି ନାହିଁ। ସେମାନେ ଯେଉଁ ବିଷୟ ଗୁଡ଼ିକୁ ନିଶ୍ଚିତ ଭାବେ ଜାଣିବା ଭଳି ଜୋର୍ ଦେଇ କହୁଛନ୍ତି, ସେହି ଶିକ୍ଷାଗୁଡ଼ିକୁ ସେମାନେ ନିଜେ ମଧ୍ୟ ବୁଝି ନ ଥା’ନ୍ତି। Viz kapitola |