2 ବଂଶାବଳୀ 1:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ଦାଉଦଙ୍କର ପୁତ୍ର ଶଲୋମନ ଆପଣା ରାଜ୍ୟରେ ଦୃଢ଼ୀକୃତ ହେଲେ, ପୁଣି ସଦାପ୍ରଭୁ ତାଙ୍କର ପରମେଶ୍ୱର ତାଙ୍କର ସହବର୍ତ୍ତୀ ହୋଇ ତାଙ୍କୁ ଅତିଶୟ ମହାନ୍ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଦାଉଦଙ୍କର ପୁତ୍ର ଶଲୋମନ ଆପଣା ରାଜ୍ୟରେ ଦୃଢ଼ୀକୃତ ହେଲେ, ପୁଣି ସଦାପ୍ରଭୁ ତାଙ୍କର ପରମେଶ୍ଵର ତାଙ୍କର ସହବର୍ତ୍ତୀ ହୋଇ ତାଙ୍କୁ ଅତିଶୟ ମହାନ କଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଦାଉଦଙ୍କର ପୁତ୍ର ଶଲୋମନ ଆପଣା ରାଜ୍ୟରେ ଦୃଢ଼ୀକୃତ ହେଲେ, ପୁଣି ସଦାପ୍ରଭୁ ତାଙ୍କର ପରମେଶ୍ୱର ତାଙ୍କର ସହବର୍ତ୍ତୀ ହୋଇ ତାଙ୍କୁ ଅତିଶୟ ମହାନ କଲେ। Viz kapitolaପବିତ୍ର ବାଇବଲ1 ଯେହେତୁ ସଦାପ୍ରଭୁ ପରମେଶ୍ୱର ତାଙ୍କ ସହିତ ଥିଲେ, ଦାଉଦଙ୍କର ପୁତ୍ର ଶଲୋମନ ଜଣେ ପ୍ରତିଷ୍ଠିତ ରାଜା ହେବାକୁ ସକ୍ଷମ ହୋଇଥିଲେ। ସଦାପ୍ରଭୁ ତାଙ୍କୁ ଅତ୍ୟନ୍ତ ମହାନ କଲେ। Viz kapitola |