Online Bible

- Reklamy -




2 ବଂଶାବଳୀ 10:7 - ଓଡିଆ ବାଇବେଲ

7 ତେବେ ସେମାନେ ତାଙ୍କୁ କହିଲେ, “ଯେବେ ତୁମ୍ଭେ ଏହି ଲୋକମାନଙ୍କ ପ୍ରତି ଦୟାଳୁ ହୋଇ ସେମାନଙ୍କୁ ସନ୍ତୁଷ୍ଟ କରିବ ଓ ସେମାନଙ୍କୁ ଉତ୍ତମ ବାକ୍ୟ କହିବ, ତେବେ ସେମାନେ ସର୍ବଦା ତୁମ୍ଭର ଦାସ ହୋଇ ରହିବେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ତେବେ ସେମାନେ ତାଙ୍କୁ କହିଲେ, ଯେବେ ତୁମ୍ଭେ ଏହି ଲୋକମାନଙ୍କ ପ୍ରତି ଦୟାଳୁ ହୋଇ ସେମାନଙ୍କୁ ସନ୍ତୁଷ୍ଟ କରିବ ଓ ସେମାନଙ୍କୁ ଉତ୍ତମ ବାକ୍ୟ କହିବ, ତେବେ ସେମାନେ ସର୍ବଦା ତୁମ୍ଭର ଦାସ ହୋଇ ରହିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତେବେ ସେମାନେ ତାଙ୍କୁ କହିଲେ, “ଯେବେ ତୁମ୍ଭେ ଏହି ଲୋକମାନଙ୍କ ପ୍ରତି ଦୟାଳୁ ହୋଇ ସେମାନଙ୍କୁ ସନ୍ତୁଷ୍ଟ କରିବ ଓ ସେମାନଙ୍କୁ ଉତ୍ତମ ବାକ୍ୟ କହିବ, ତେବେ ସେମାନେ ସର୍ବଦା ତୁମ୍ଭର ଦାସ ହୋଇ ରହିବେ।”

Viz kapitola kopírovat

ପବିତ୍ର ବାଇବଲ

7 ବୃଦ୍ଧ ବ୍ୟକ୍ତିମାନେ ରିହବିୟାମଙ୍କୁ କହିଲେ, “ଯଦି ତୁମ୍ଭେ ଏହି ଲୋକମାନଙ୍କ ପ୍ରତି ଦୟାଳୁ ହେବ ଓ ସେମାନଙ୍କୁ ସନ୍ତୁଷ୍ଟ କରିବ ଏବଂ ସେମାନଙ୍କୁ ମଧୁର କଥା କହିବ, ତେବେ ସେମାନେ ଚିରକାଳ ତୁମ୍ଭର ସେବା କରିବେ।”

Viz kapitola kopírovat




2 ବଂଶାବଳୀ 10:7

Následuj nás:

Reklamy


Reklamy