2 ବଂଶାବଳୀ 10:9 - ଓଡିଆ ବାଇବେଲ9 ପୁଣି, ସେ ସେମାନଙ୍କୁ କହିଲେ, “ଏହି ଲୋକମାନେ ଆମ୍ଭକୁ କହୁଅଛନ୍ତି, ତୁମ୍ଭ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଯୁଆଳି ଥୋଇଅଛନ୍ତି, ତାହା ହାଲୁକା କର; ସେମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ଆମ୍ଭକୁ କି ପରାମର୍ଶ ଦେଉଅଛ” ? Viz kapitolaପବିତ୍ର ବାଇବଲ (Re-edited) - (BSI)9 ପୁଣି, ସେ ସେମାନଙ୍କୁ କହିଲେ, ଏହି ଲୋକମାନେ ଆମ୍ଭକୁ କହୁଅଛନ୍ତି, ତୁମ୍ଭ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଯୁଆଳି ଥୋଇଅଛନ୍ତି, ତାହା ହାଲୁକା କର; ସେମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ଆମ୍ଭକୁ କି ମନ୍ତ୍ରଣା ଦେଉଅଛ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ସେ ସେମାନଙ୍କୁ କହିଲେ, “ଏହି ଲୋକମାନେ ଆମ୍ଭକୁ କହୁଅଛନ୍ତି, ‘ତୁମ୍ଭ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଯୁଆଳି ଥୋଇଅଛନ୍ତି, ତାହା ହାଲୁକା କର; ସେମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ଆମ୍ଭକୁ କି ପରାମର୍ଶ ଦେଉଅଛ?’” Viz kapitolaପବିତ୍ର ବାଇବଲ9 ରିହବିୟାମ୍ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋତେ କେଉଁ ପରାମର୍ଶ ଦେଉଅଛ, ଆମ୍ଭେମାନେ ଏହି ଲୋକମାନଙ୍କୁ କି ପ୍ରକାରେ ଉତ୍ତର ଦେବା ଉଚିତ୍? ମୋର ପିତା ସେମାନଙ୍କ ଉପରେ ଯେଉଁ ଭାର ରଖିଛନ୍ତି, ତାହା ମୁଁ ହାଲୁକା କରେ ବୋଲି ସେମାନେ ଗ୍ଭହାନ୍ତି।” Viz kapitola |