Online Bible

- Reklamy -




2 ବଂଶାବଳୀ 11:1 - ଓଡିଆ ବାଇବେଲ

1 ଏଉତ୍ତାରେ ରିହବୀୟାମ ଯିରୂଶାଲମରେ ଉପସ୍ଥିତ ହୁଅନ୍ତେ, ସେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରି ରିହବୀୟାମଙ୍କ ଅଧୀନକୁ ରାଜ୍ୟ ଫେରାଇ ଆଣିବା ନିମନ୍ତେ ଯିହୁଦା ଓ ବିନ୍ୟାମୀନ୍ ବଂଶର ଏକ ଲକ୍ଷ ଅଶୀ ହଜାର ବଚ୍ଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଏଉତ୍ତାରେ ରିହବୀୟାମ୍ ଯିରୂଶାଲମରେ ଉପସ୍ଥିତ ହୁଅନ୍ତେ, ସେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରି ରିହବୀୟାମ୍ଙ୍କ ଅଧୀନକୁ ରାଜ୍ୟ ଫେରାଇ ଆଣିବା ନିମନ୍ତେ ଯିହୁଦା ଓ ବିନ୍ୟାମୀନ୍ ବଂଶର ଏକ ଲକ୍ଷ ଅଶୀ ହଜାର ବଚ୍ଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଉତ୍ତାରେ ରିହବୀୟାମ ଯିରୂଶାଲମରେ ଉପସ୍ଥିତ ହୁଅନ୍ତେ, ସେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରି ରିହବୀୟାମଙ୍କ ଅଧୀନକୁ ରାଜ୍ୟ ଫେରାଇ ଆଣିବା ନିମନ୍ତେ ଯିହୁଦା ଓ ବିନ୍ୟାମୀନ୍ ବଂଶର ଏକ ଲକ୍ଷ ଅଶୀ ହଜାର ବଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ।

Viz kapitola kopírovat

ପବିତ୍ର ବାଇବଲ

1 ରିହବିୟାମ୍ ଯେତେବେଳେ ଯିରୁଶାଲମକୁ ଆସିଲେ, ସେ ସର୍ବୋତ୍ତମ ସୈନିକମାନଙ୍କ ମଧ୍ୟରୁ 180,000 ଜଣଙ୍କୁ ଏକତ୍ର କଲେ। ସେ ଯିହୁଦା ଓ ବିନ୍ୟାମୀନ ଗୋଷ୍ଠୀରୁ ଏହି ସୈନିକମାନଙ୍କୁ ସଂଗ୍ରହ କଲେ। ରିହବିୟାମ୍ ଯେପରି ତାଙ୍କର ରାଜ୍ୟ ଫେରି ପାଇବେ, ଏଥିନିମନ୍ତେ ଇସ୍ରାଏଲର ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେ ସେହି ସୈନ୍ୟମାନଙ୍କୁ ଏକତ୍ର କଲେ।

Viz kapitola kopírovat




2 ବଂଶାବଳୀ 11:1

Následuj nás:

Reklamy


Reklamy