2 ବଂଶାବଳୀ 11:23 - ଓଡିଆ ବାଇବେଲ23 ଆଉ, ସେ ବୁଦ୍ଧିର କାର୍ଯ୍ୟ କରି ଆପଣାର ପୁତ୍ରମାନଙ୍କୁ ଯିହୁଦା ଓ ବିନ୍ୟାମୀନ୍ ଦେଶର ସର୍ବତ୍ର ପ୍ରତ୍ୟେକ ପ୍ରାଚୀର ବେଷ୍ଟିତ ନଗରରେ ଛିନ୍ନଭିନ୍ନ କରି ରଖିଲେ; ଆଉ ସେ ସେମାନଙ୍କୁ ପ୍ରଚୁର ଖାଦ୍ୟ ଦ୍ରବ୍ୟ ଦେଲେ ପୁଣି ସେମାନଙ୍କ ନିମନ୍ତେ ଅନେକ ଭାର୍ଯ୍ୟା ଖୋଜିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଆଉ, ସେ ବୁଦ୍ଧିର କାର୍ଯ୍ୟ କରି ଆପଣାର ପୁତ୍ରମାନଙ୍କୁ ଯିହୁଦା ଓ ବିନ୍ୟାମୀନ ଦେଶର ସର୍ବତ୍ର ପ୍ରତ୍ୟେକ ପ୍ରାଚୀର ବେଷ୍ଟିତ ନଗରରେ ଛିନ୍ନଭିନ୍ନ କରି ରଖିଲେ; ଆଉ ସେ ସେମାନଙ୍କୁ ପ୍ରଚୁର ଖାଦ୍ୟଦ୍ରବ୍ୟ ଦେଲେ। ପୁଣି ସେମାନଙ୍କ ନିମନ୍ତେ ଅନେକ ଭାର୍ଯ୍ୟା ଖୋଜିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆଉ, ସେ ବୁଦ୍ଧିର କାର୍ଯ୍ୟ କରି ଆପଣାର ପୁତ୍ରମାନଙ୍କୁ ଯିହୁଦା ଓ ବିନ୍ୟାମୀନ୍ ଦେଶର ସର୍ବତ୍ର ପ୍ରତ୍ୟେକ ପ୍ରାଚୀର-ବେଷ୍ଟିତ ନଗରରେ ଛିନ୍ନଭିନ୍ନ କରି ରଖିଲେ; ଆଉ ସେ ସେମାନଙ୍କୁ ପ୍ରଚୁର ଖାଦ୍ୟଦ୍ରବ୍ୟ ଦେଲେ ପୁଣି ସେମାନଙ୍କ ନିମନ୍ତେ ଅନେକ ଭାର୍ଯ୍ୟା ଖୋଜିଲେ। Viz kapitolaପବିତ୍ର ବାଇବଲ23 ରିହବିୟାମ୍ ଜ୍ଞାନର ସହିତ କର୍ମ କଲେ ଓ ଯିହୁଦାର ସମସ୍ତ ଅଞ୍ଚଳ ତଥା ପ୍ରତ୍ୟେକ ସୁଦୃଢ଼ ନଗରସାରା ତାଙ୍କର ପୁତ୍ରମାନଙ୍କୁ ବ୍ୟାପ୍ତ କରି ରଖିଲେ। ଆଉ ରିହବିୟାମ୍ ତାଙ୍କର ପୁତ୍ରମାନଙ୍କୁ ଯଥେଷ୍ଟ ଖାଦ୍ୟ ଦେଲେ। ଆହୁରି ମଧ୍ୟ, ସେ ତାଙ୍କର ପୁତ୍ରମାନଙ୍କ ନିମନ୍ତେ ସ୍ତ୍ରୀମାନଙ୍କୁ ଖୋଜିଲେ। Viz kapitola |