2 ବଂଶାବଳୀ 12:2 - ଓଡିଆ ବାଇବେଲ2 ଆଉ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରିବାରୁ ରିହବୀୟାମ ରାଜାଙ୍କ ରାଜତ୍ଵର ପଞ୍ଚମ ବର୍ଷରେ ମିସରର ରାଜା ଶୀଶକ୍ ଯିରୂଶାଲମ ବିରୁଦ୍ଧରେ ଆସିଲା; Viz kapitolaପବିତ୍ର ବାଇବଲ (Re-edited) - (BSI)2 ଆଉ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟଲଙ୍ଘନ କରିବାରୁ ରିହବୀୟାମ୍ ରାଜାଙ୍କର ଅଧିକାରର ପଞ୍ଚମ ବର୍ଷରେ ମିସରର ରାଜା ଶୀଶକ୍ ଯିରୂଶାଲମ ବିରୁଦ୍ଧରେ ଆସିଲା; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରିବାରୁ ରିହବୀୟାମ ରାଜାଙ୍କ ରାଜତ୍ଵର ପଞ୍ଚମ ବର୍ଷରେ ମିସରର ରାଜା ଶୀଶକ୍ ଯିରୂଶାଲମ ବିରୁଦ୍ଧରେ ଆସିଲା; Viz kapitolaପବିତ୍ର ବାଇବଲ2 ରାଜା ରିହବିୟାମଙ୍କ ପଞ୍ଚମ ବର୍ଷରେ ଶୀଶକ୍ ଯିରୁଶାଲମ ନଗରକୁ ଆକ୍ରମଣ କଲା। ଏହା ଘଟିଲା, କାରଣ ସେମାନେ ସଦାପ୍ରଭୁଙ୍କ ପ୍ରତି ବିଶ୍ୱସ୍ତ ନ ଥିଲେ। Viz kapitola |