2 ବଂଶାବଳୀ 12:5 - ଓଡିଆ ବାଇବେଲ5 ତହିଁରେ ଶମୟୀୟ ଭବିଷ୍ୟଦ୍ବକ୍ତା, ଶୀଶକ୍ ସକାଶୁ ଯିରୂଶାଲମରେ ଏକତ୍ରିତ ରିହବୀୟାମ ଓ ଯିହୁଦାର ଅଧିପତିମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କୁ ଶୀଶକ୍ ହସ୍ତରେ ଛାଡ଼ି ଦେଲୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ତହିଁରେ ଶମୟୀୟ ଭବିଷ୍ୟଦ୍ବକ୍ତା, ଶୀଶକ୍ ସକାଶୁ ଯିରୂଶାଲମରେ ଏକତ୍ରିତ ରିହବୀୟାମ୍ ଓ ଯିହୁଦାର ଅଧିପତିମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କୁ ଶୀଶକ୍ ହସ୍ତରେ ଛାଡ଼ି ଦେଲୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହିଁରେ ଶମୟୀୟ ଭବିଷ୍ୟଦ୍ବକ୍ତା, ଶୀଶକ୍ ସକାଶୁ ଯିରୂଶାଲମରେ ଏକତ୍ରିତ ରିହବୀୟାମ ଓ ଯିହୁଦାର ଅଧିପତିମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କୁ ଶୀଶକ୍ ହସ୍ତରେ ଛାଡ଼ିଦେଲୁ।” Viz kapitolaପବିତ୍ର ବାଇବଲ5 ଏହା ପରେ ଭବିଷ୍ୟଦ୍ବକ୍ତା ଶମୟିୟ, ରିହବିୟାମ୍ ନିକଟକୁ ଓ ଯିହୁଦାର ନେତାମାନଙ୍କ ନିକଟକୁ ଆସିଲେ। ଯିହୁଦାର ସେହି ନେତାମାନେ ଯିରୁଶାଲମରେ ରୁଣ୍ଡ ହୋଇଥିଲେ। କାରଣ ସେମାନେ ଶୀଶକଙ୍କୁ ଅତ୍ୟନ୍ତ ଭୟ କରୁଥିଲେ। ଶମୟିୟ ସେମାନଙ୍କୁ କହିଲେ, “ସଦାପ୍ରଭୁ କହନ୍ତି: ‘ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ। ତେଣୁ ବର୍ତ୍ତମାନ ଆମ୍ଭର ସାହାଯ୍ୟ ବିନା ଶୀଶକ୍ର ସମ୍ମୁଖୀନ ହେବା ନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ୟାଗ କରିଅଛୁ।’” Viz kapitola |