2 ବଂଶାବଳୀ 12:7 - ଓଡିଆ ବାଇବେଲ7 ତହୁଁ ସେମାନେ ଆପଣାମାନଙ୍କୁ ନମ୍ର କରିଅଛନ୍ତି, ଏହା ସଦାପ୍ରଭୁ ଦେଖନ୍ତେ, ଶମୟୀୟ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେମାନେ ଆପଣମାନଙ୍କୁ ନମ୍ର କରିଅଛନ୍ତି; ଆମ୍ଭେ ସେମାନଙ୍କୁ ବିନାଶ କରିବା ନାହିଁ; ମାତ୍ର ଆମ୍ଭେ ସେମାନଙ୍କୁ କିଛି ସାହାଯ୍ୟ ପ୍ରଦାନ କରିବା ଓ ଶୀଶକ୍ର ହସ୍ତ ଦ୍ୱାରା ଯିରୂଶାଲମ ଉପରେ ଆମ୍ଭର କୋପ ଢଳା ଯିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତହୁଁ ସେମାନେ ଆପଣାମାନଙ୍କୁ ନମ୍ର କରିଅଛନ୍ତି, ଏହା ସଦାପ୍ରଭୁ ଦେଖନ୍ତେ, ଶମୟୀୟ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେମାନେ ଆପଣମାନଙ୍କୁ ନମ୍ର କରିଅଛନ୍ତି; ଆମ୍ଭେ ସେମାନଙ୍କୁ ବିନାଶ କରିବା ନାହିଁ; ମାତ୍ର ଆମ୍ଭେ ସେମାନଙ୍କୁ କିଛି ରକ୍ଷା ପ୍ରଦାନ କରିବା ଓ ଶୀଶକ୍ର ହସ୍ତ ଦ୍ଵାରା ଯିରୂଶାଲମ ଉପରେ ଆମ୍ଭର କୋପ ଢଳା ଯିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହୁଁ ସେମାନେ ଆପଣାମାନଙ୍କୁ ନମ୍ର କରିଅଛନ୍ତି, ଏହା ସଦାପ୍ରଭୁ ଦେଖନ୍ତେ, ଶମୟୀୟ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; “ସେମାନେ ଆପଣମାନଙ୍କୁ ନମ୍ର କରିଅଛନ୍ତି; ଆମ୍ଭେ ସେମାନଙ୍କୁ ବିନାଶ କରିବା ନାହିଁ; ମାତ୍ର ଆମ୍ଭେ ସେମାନଙ୍କୁ କିଛି ସାହାଯ୍ୟ ପ୍ରଦାନ କରିବା ଓ ଶୀଶକ୍ର ହସ୍ତ ଦ୍ୱାରା ଯିରୂଶାଲମ ଉପରେ ଆମ୍ଭର କୋପ ଢଳାଯିବ ନାହିଁ। Viz kapitolaପବିତ୍ର ବାଇବଲ7 ସଦାପ୍ରଭୁ ଦେଖିଲେ ଯେ, ସେମାନେ ନିଜକୁ ନମ୍ର କରିଛନ୍ତି। ଏହା ପରେ ସଦାପ୍ରଭୁଙ୍କର ବାର୍ତ୍ତା ଶମୟିୟଙ୍କ ନିକଟକୁ ଆସିଲା। ସଦାପ୍ରଭୁ ଶମୟିୟଙ୍କୁ କହିଲେ, “ସେମାନେ ନିଜକୁ ନମ୍ର କରିଅଛନ୍ତି। ତେଣୁ ଆମ୍ଭେ ସେମାନଙ୍କୁ ବିନଷ୍ଟ କରିବା ନାହିଁ, କିନ୍ତୁ ଆମ୍ଭେ ସେମାନଙ୍କୁ ଅଳ୍ପ ଉପଶମ ଦେବା। କିନ୍ତୁ ଯିରୁଶାଲମ ଉପରେ ଆମ୍ଭର କ୍ରୋଧ ଢାଳିବା ନିମନ୍ତେ ଆମ୍ଭେ ଶୀଶକ୍କୁ ବ୍ୟବହାର କରିବା ନାହିଁ। Viz kapitola |