2 ବଂଶାବଳୀ 13:16 - ଓଡିଆ ବାଇବେଲ16 ତହିଁରେ ଇସ୍ରାଏଲ ସନ୍ତାନଗଣ ଯିହୁଦା ସମ୍ମୁଖରୁ ପଳାଇଲେ ଓ ପରମେଶ୍ୱର ସେମାନଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ତହିଁରେ ଇସ୍ରାଏଲ-ସନ୍ତାନଗଣ ଯିହୁଦା ସମ୍ମୁଖରୁ ପଳାଇଲେ ଓ ପରମେଶ୍ଵର ସେମାନଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହିଁରେ ଇସ୍ରାଏଲ-ସନ୍ତାନଗଣ ଯିହୁଦା ସମ୍ମୁଖରୁ ପଳାଇଲେ ଓ ପରମେଶ୍ୱର ସେମାନଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ। Viz kapitolaପବିତ୍ର ବାଇବଲ16 ଇସ୍ରାଏଲର ଲୋକମାନେ ଯିହୁଦାର ଲୋକମାନଙ୍କଠାରୁ ପଳାୟନ କଲେ। ପରମେଶ୍ୱର ଇସ୍ରାଏଲର ସୈନ୍ୟଗଣଙ୍କୁ ପରାସ୍ତ କରିବା ନିମନ୍ତେ ଯିହୁଦାର ସୈନ୍ୟଦଳକୁ ଆଗେଇ ନେଲେ। Viz kapitola |