Online Bible

- Reklamy -




2 ବଂଶାବଳୀ 14:7 - ଓଡିଆ ବାଇବେଲ

7 ଏହେତୁ ସେ ଯିହୁଦାକୁ କହିଲେ, ଆସ, ଆମ୍ଭେମାନେ ଏହିସବୁ ନଗର ନିର୍ମାଣ କରି ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର ଓ ଦୁର୍ଗ, ଦ୍ୱାର ଓ ଅର୍ଗଳ ପ୍ରସ୍ତୁତ କରୁ; ଦେଶ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ସମ୍ମୁଖରେ ଅଛି, ଯେହେତୁ ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଅନ୍ୱେଷଣ କରିଅଛୁ; ଆମ୍ଭେମାନେ ତାହାଙ୍କର ଅନ୍ୱେଷଣ କରିଅଛୁ ଓ ସେ ଆମ୍ଭମାନଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଇଅଛନ୍ତି। ତହୁଁ ସେମାନେ ନଗର ନିର୍ମାଣ କରି କୃତକାର୍ଯ୍ୟ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ଏହେତୁ ସେ ଯିହୁଦାକୁ କହିଲେ, ଆସ, ଆମ୍ଭେମାନେ ଏହିସବୁ ନଗର ନିର୍ମାଣ କରି ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର ଓ ଦୁର୍ଗ, ଦ୍ଵାର ଓ ଅର୍ଗଳ ପ୍ରସ୍ତୁତ କରୁ; ଦେଶ ଅଦ୍ୟାପି ଆମ୍ଭମାନଙ୍କ ସମ୍ମୁଖରେ ଅଛି, ଯେହେତୁ ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କୁ ଅନ୍ଵେଷଣ କରିଅଛୁ; ଆମ୍ଭେମାନେ ତାହାଙ୍କର ଅନ୍ଵେଷଣ କରିଅଛୁ ଓ ସେ ଆମ୍ଭମାନଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଇଅଛନ୍ତି। ତହୁଁ ସେମାନେ ନଗର ନିର୍ମାଣ କରି କୃତକାର୍ଯ୍ୟ ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏହେତୁ ସେ ଯିହୁଦାକୁ କହିଲେ, “ଆସ, ଆମ୍ଭେମାନେ ଏହିସବୁ ନଗର ନିର୍ମାଣ କରି ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର ଓ ଦୁର୍ଗ, ଦ୍ୱାର ଓ ଅର୍ଗଳ ପ୍ରସ୍ତୁତ କରୁ; ଦେଶ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ସମ୍ମୁଖରେ ଅଛି, ଯେହେତୁ ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଅନ୍ୱେଷଣ କରିଅଛୁ; ଆମ୍ଭେମାନେ ତାହାଙ୍କର ଅନ୍ୱେଷଣ କରିଅଛୁ ଓ ସେ ଆମ୍ଭମାନଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଇଅଛନ୍ତି।” ତହୁଁ ସେମାନେ ନଗର ନିର୍ମାଣ କରି କୃତକାର୍ଯ୍ୟ ହେଲେ।

Viz kapitola kopírovat

ପବିତ୍ର ବାଇବଲ

7 ଆସା ଯିହୁଦାର ଲୋକମାନଙ୍କୁ କହିଲେ, “ଆସ, ଆମ୍ଭେମାନେ ଏହିସବୁ ସହର ଓ ସେଗୁଡ଼ିକର ଚତୁର୍ଦ୍ଦିଗରେ ପ୍ରାଚୀର ନିର୍ମାଣ କରିବା। ଆସ, ଆମ୍ଭେମାନେ ଦୁର୍ଗ, ଦ୍ୱାର ଓ ଦ୍ୱାରର କିଳିଣିସବୁ ନିର୍ମାଣ କରିବା ଆମ୍ଭେମାନେ ଏହି ଦେଶରେ ବାସ କରୁଥିବା ସମୟରେ ହିଁ ଆସ, ଏହା କରିବା। ଏହି ଦେଶ ଆମ୍ଭମାନଙ୍କର ଅଟେ, କାରଣ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ଅନୁଗମନ କରିଅଛୁ। ସେ ଆମ୍ଭମାନଙ୍କର ଚତୁର୍ଦ୍ଦିଗରେ ଶାନ୍ତି ପ୍ରଦାନ କରିଅଛନ୍ତି।” ତେଣୁ ସେମାନେ ସମସ୍ତେ ସେସବୁ ନିର୍ମାଣ କଲେ ଓ ସଫଳତା ପାଇଲେ।

Viz kapitola kopírovat




2 ବଂଶାବଳୀ 14:7

Následuj nás:

Reklamy


Reklamy