2 ବଂଶାବଳୀ 14:9 - ଓଡିଆ ବାଇବେଲ9 ଏଉତ୍ତାରେ କୂଶ ଦେଶୀୟ ସେରହ ଦଶ ଲକ୍ଷ ସୈନ୍ୟ ଓ ତିନି ଶହ ରଥ ନେଇ ସେମାନଙ୍କ ବିରୁଦ୍ଧରେ ବାହାର ହୋଇ ଆସିଲା; ସେ ମାରେଶା ପର୍ଯ୍ୟନ୍ତ ଆସିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଏଉତ୍ତାରେ କୂଶ ଦେଶୀୟ ସେରହ ଦଶ ଲକ୍ଷ ସୈନ୍ୟ ଓ ତିନି ଶହ ରଥ ନେଇ ସେମାନଙ୍କ ବିରୁଦ୍ଧରେ ବାହାର ହୋଇ ଆସିଲା; ସେ ମାରେଶା ପର୍ଯ୍ୟନ୍ତ ଆସିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଉତ୍ତାରେ କୂଶଦେଶୀୟ ସେରହ ଦଶ ଲକ୍ଷ ସୈନ୍ୟ ଓ ତିନି ଶହ ରଥ ନେଇ ସେମାନଙ୍କ ବିରୁଦ୍ଧରେ ବାହାର ହୋଇ ଆସିଲା; ସେ ମାରେଶା ପର୍ଯ୍ୟନ୍ତ ଆସିଲା। Viz kapitolaପବିତ୍ର ବାଇବଲ9 ଏହା ପରେ ସେରହ ଆସାଙ୍କ ସୈନ୍ୟଦଳ ବିରୁଦ୍ଧରେ ଆସିଲା। ସେରହ ଇଥିଓପିଆର ମୁଖ୍ୟ ଥିଲା। ସେରହ ସହିତ ଥିବା ସୈନ୍ୟଦଳରେ 1,000,000 ଲୋକ ଓ 300 ରଥ ଥିଲେ। ସେରହର ସୈନ୍ୟଦଳ ମାରେଶା ସହର ପର୍ଯ୍ୟନ୍ତ ମାଡ଼ିଗଲେ। Viz kapitola |