2 ବଂଶାବଳୀ 15:16 - ଓଡିଆ ବାଇବେଲ16 ମଧ୍ୟ ଆସା ରାଜାଙ୍କର ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି ଚୂର୍ଣ୍ଣ କଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ପକାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ମଧ୍ୟ ଆସା ରାଜାଙ୍କର ମାତାମହୀ ମାଖା ଆଶେରାଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି ଚୂର୍ଣ୍ଣ କଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ପକାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମଧ୍ୟ ଆସା ରାଜାଙ୍କର ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି ଚୂର୍ଣ୍ଣ କଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ପକାଇଲେ। Viz kapitolaପବିତ୍ର ବାଇବଲ16 ରାଜା ଆସା ତାଙ୍କର ମାତାମହୀ ମାଖାଙ୍କୁ ରାଣୀମା’ ପଦରୁ ମଧ୍ୟ ବିତାଡ଼ିତ କଲେ। ମାଖା ଏକ ଘୃଣ୍ୟ ଆଶେରା ସ୍ତମ୍ଭ ନିର୍ମାଣ କରିଥିବାରୁ ଆସା ଏହିପରି କଲେ। ଆସା ସେହି ଆଶେରା ସ୍ତମ୍ଭକୁ କାଟି ପକାଇଲେ ଓ ତାହାକୁ ଭାଙ୍ଗି ଖଣ୍ଡ ଖଣ୍ଡ କଲେ। ଏହା ପରେ ସେ କିଦ୍ରୋଣ୍ ଉପତ୍ୟକାରେ ସେହି ଖଣ୍ଡଗୁଡ଼ିକୁ ପୋଡ଼ି ପକାଇଲେ। Viz kapitola |