2 ବଂଶାବଳୀ 16:10 - ଓଡିଆ ବାଇବେଲ10 ସେତେବେଳେ ଆସା ସେହି ଦର୍ଶକ ପ୍ରତି କ୍ରୁଦ୍ଧ ହୋଇ ତାହାକୁ କାରାଗାରରେ ରଖିଲେ; କାରଣ ଏହି କଥା ସକାଶୁ ସେ ତାହା ଉପରେ କୋପାନ୍ୱିତ ହୋଇଥିଲେ। ଆଉ, ସେହି ସମୟରେ ଆସା କେତେକ ଲୋକ ପ୍ରତି ଅତ୍ୟାଚାର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେତେବେଳେ ଆସା ସେହି ଦର୍ଶକ ପ୍ରତି କ୍ରୁଦ୍ଧ ହୋଇ ତାହାକୁ କାରାଗାରରେ ରଖିଲେ; କାରଣ ଏହି କଥା ସକାଶୁ ସେ ତାହା ଉପରେ କୋପାନ୍ଵିତ ହୋଇଥିଲେ। ଆଉ, ସେହି ସମୟରେ ଆସା କେତେକ ଲୋକ ପ୍ରତି ଦୌରାତ୍ମ୍ୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେତେବେଳେ ଆସା ସେହି ଦର୍ଶକ ପ୍ରତି କ୍ରୁଦ୍ଧ ହୋଇ ତାହାକୁ କାରାଗାରରେ ରଖିଲେ; କାରଣ ଏହି କଥା ସକାଶୁ ସେ ତାହା ଉପରେ କୋପାନ୍ୱିତ ହୋଇଥିଲେ। ଆଉ, ସେହି ସମୟରେ ଆସା କେତେକ ଲୋକ ପ୍ରତି ଅତ୍ୟାଚାର କଲେ। Viz kapitolaପବିତ୍ର ବାଇବଲ10 ହନାନି ଏହିପରି କଥା କହିବାରୁ ଆସା ତାଙ୍କ ଉପରେ କ୍ରୋଧ କଲେ। ଆସା ଏତେ ରାଗିଗଲେ ଯେ, ସେ ହାନାନିଙ୍କୁ ବନ୍ଦୀଶାଳାରେ ନିକ୍ଷେପ କଲେ। ସେହି ସମୟରେ ଆସା ଆଉ କେତେଜଣ ବ୍ୟକ୍ତିଙ୍କ ପ୍ରତି ମଧ୍ୟ ନିଷ୍ଠୁର ଥିଲେ। Viz kapitola |