2 ବଂଶାବଳୀ 16:11 - ଓଡିଆ ବାଇବେଲ11 ଦେଖ, ଏହି ଆସାଙ୍କର ଆଦ୍ୟନ୍ତ କ୍ରିୟାର ବୃତ୍ତାନ୍ତ ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲେଖା ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଦେଖ, ଏହି ଆସାଙ୍କର ଆଦ୍ୟ; କ୍ରିୟାର ବୃତ୍ତା; ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲେଖା ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଦେଖ, ଏହି ଆସାଙ୍କର ଆଦ୍ୟନ୍ତ କ୍ରିୟାର ବୃତ୍ତାନ୍ତ ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖାଅଛି। Viz kapitolaପବିତ୍ର ବାଇବଲ11 ଆସା ଯେଉଁ ସମସ୍ତ କର୍ମ କରିଥିଲେ, ତାହା ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ରାଜଗଣଙ୍କର ଇତିହାସ ପୁସ୍ତକରେ ଲେଖା ଯାଇଅଛି। Viz kapitola |