Online Bible

- Reklamy -




2 ବଂଶାବଳୀ 16:14 - ଓଡିଆ ବାଇବେଲ

14 ଆଉ ସେ ଦାଉଦ-ନଗରରେ ଆପଣା ପାଇଁ ଯେଉଁ କବର ଖୋଳିଥିଲେ, ତାଙ୍କର ସେହି କବରରେ ଲୋକମାନେ ତାଙ୍କୁ କବର ଦେଲେ ଓ ଗନ୍ଧବଣିକର ପ୍ରକ୍ରିୟାରେ ପ୍ରସ୍ତୁତ ନାନା ପ୍ରକାର ସୁଗନ୍ଧି ଦ୍ରବ୍ୟରେ ପୂର୍ଣ୍ଣ ଶଯ୍ୟାରେ ତାଙ୍କୁ ଶୁଆଇଲେ ଓ ତାଙ୍କ ନିମନ୍ତେ ସେମାନେ ଅତି ବଡ଼ ଦାହ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଆଉ ସେ ଦାଉଦ-ନଗରରେ ଆପଣା ପାଇଁ ଯେଉଁ କବର ଖୋଳିଥିଲେ, ତାଙ୍କର ସେହି କବରରେ ଲୋକମାନେ ତାଙ୍କୁ କବର ଦେଲେ ଓ ଗନ୍ଧବଣିକର ପ୍ରକ୍ରିୟାରେ ପ୍ରସ୍ତୁତ ନାନା ପ୍ରକାର ସୁଗନ୍ଧିଦ୍ରବ୍ୟରେ ପୂର୍ଣ୍ଣ ଶଯ୍ୟାରେ ତାଙ୍କୁ ଶୁଆଇଲେ ଓ ତାଙ୍କ ନିମନ୍ତେ ସେମାନେ ଅତି ବଡ଼ ଦାହ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ ସେ ଦାଉଦ-ନଗରରେ ଆପଣା ପାଇଁ ଯେଉଁ କବର ଖୋଳିଥିଲେ, ତାଙ୍କର ସେହି କବରରେ ଲୋକମାନେ ତାଙ୍କୁ କବର ଦେଲେ ଓ ଗନ୍ଧବଣିକର ପ୍ରକ୍ରିୟାରେ ପ୍ରସ୍ତୁତ ନାନା ପ୍ରକାର ସୁଗନ୍ଧି ଦ୍ରବ୍ୟରେ ପୂର୍ଣ୍ଣ ଶଯ୍ୟାରେ ତାଙ୍କୁ ଶୁଆଇଲେ ଓ ତାଙ୍କ ନିମନ୍ତେ ସେମାନେ ଅତି ବଡ଼ ଦାହ କଲେ।

Viz kapitola kopírovat

ପବିତ୍ର ବାଇବଲ

14 ଆସା ଦାଉଦଙ୍କ ନଗରରେ ନିଜ ନିମନ୍ତେ ଯେଉଁ ସମାଧି ନିର୍ମାଣ କରିଥିଲେ, ଲୋକମାନେ ତାଙ୍କୁ ସେହି ସମାଧିରେ କବର ଦେଲେ। ଲୋକମାନେ ତାଙ୍କୁ ଏପ୍ରକାର ଏକ ଶଯ୍ୟାରେ ରଖିଲେ, ଯାହା ବିଭିନ୍ନ ପ୍ରକାର ମସଲା ଓ ମିଶ୍ରିତ ସୁଗନ୍ଧିତ ଅତରରେ ପୂର୍ଣ୍ଣ ଥିଲା। ଆସାଙ୍କୁ ସମ୍ମାନ ଦେବା ନିମନ୍ତେ ଲୋକମାନେ ଏକ ବିରାଟ ଅଗ୍ନିଦାହ କଲେ।

Viz kapitola kopírovat




2 ବଂଶାବଳୀ 16:14

Následuj nás:

Reklamy


Reklamy