2 ବଂଶାବଳୀ 16:2 - ଓଡିଆ ବାଇବେଲ2 ତହିଁରେ ଆସା ସଦାପ୍ରଭୁଙ୍କର ଗୃହ ଓ ରାଜଗୃହର ଭଣ୍ଡାରରୁ ରୂପା ଓ ସୁନା ଆଣି ଦମ୍ମେଶକ ନିବାସୀ ଅରାମୀୟ ରାଜା ବିନ୍ହଦଦ୍ ନିକଟକୁ ପଠାଇ ଏହି କଥା କହିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)2 ତହିଁରେ ଆସା ସଦାପ୍ରଭୁଙ୍କର ଗୃହ ଓ ରାଜଗୃହର ଭଣ୍ତାରରୁ ରୂପା ଓ ସୁନା ଆଣି ଦମ୍ମେଶକ ନିବାସୀ ଅରାମୀୟ ରାଜା ବିନ୍ହଦଦ୍ ନିକଟକୁ ପଠାଇ ଏହି କଥା କହିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ଆସା ସଦାପ୍ରଭୁଙ୍କର ଗୃହ ଓ ରାଜଗୃହର ଭଣ୍ଡାରରୁ ରୂପା ଓ ସୁନା ଆଣି ଦମ୍ମେଶକ ନିବାସୀ ଅରାମୀୟ ରାଜା ବିନ୍ହଦଦ୍ ନିକଟକୁ ପଠାଇ ଏହି କଥା କହିଲେ, Viz kapitolaପବିତ୍ର ବାଇବଲ2 ଆସା ସଦାପ୍ରଭୁଙ୍କ ମନ୍ଦିରର କୋଷାଗାରରୁ ରୂପା ଓ ସୁନାସବୁ ଆଣିଲେ। ଆଉ ସେ ରାଜାଙ୍କର ଗୃହ ମଧ୍ୟରେ ଥିବା ରୂପା ଓ ସୁନାସବୁ ଆଣିଲେ। ଏହା ପରେ ଆସା ବିନ୍ହଦଦ୍ ନିକଟକୁ ବାର୍ତ୍ତାବାହକମାନଙ୍କୁ ପଠାଇଲେ। ବିନ୍ହଦଦ୍ ଅରାମ୍ର ରାଜା ଥିଲେ ଓ ସେ ଦମ୍ମେଶକ ସହରରେ ବାସ କରୁଥିଲେ। Viz kapitola |