2 ବଂଶାବଳୀ 16:4 - ଓଡିଆ ବାଇବେଲ4 ଏଥିରେ ବିନ୍ହଦଦ୍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲ ନଗର ବିରୁଦ୍ଧରେ ପଠାଇଲା; ତହୁଁ ସେମାନେ ଇୟୋନ୍ ଓ ଦାନ୍ ଓ ଆବେଲ୍-ମୟିମ୍ ଓ ନପ୍ତାଲିରେ ସମସ୍ତ ଭଣ୍ଡାର ନଗର ପରାସ୍ତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଏଥିରେ ବିନ୍ହଦଦ୍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲ ନଗର ବିରୁଦ୍ଧରେ ପଠାଇଲା; ତହୁଁ ସେମାନେ ଇୟୋନ୍ ଓ ଦାନ୍ ଓ ଆବେଲ୍ମୟିମ୍ ଓ ନପ୍ତାଲିରେ ସମସ୍ତ ଭଣ୍ତାର ନଗର ପରାସ୍ତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିରେ ବିନ୍ହଦଦ୍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲ ନଗର ବିରୁଦ୍ଧରେ ପଠାଇଲା; ତହୁଁ ସେମାନେ ଇୟୋନ୍ ଓ ଦାନ୍ ଓ ଆବେଲ୍-ମୟିମ୍ ଓ ନପ୍ତାଲିରେ ସମସ୍ତ ଭଣ୍ଡାର ନଗର ପରାସ୍ତ କଲେ। Viz kapitolaପବିତ୍ର ବାଇବଲ4 ବିନ୍ହଦଦ୍ ରାଜା ଆସାଙ୍କ ସହିତ ସମ୍ମତ ହେଲେ। ଇସ୍ରାଏଲର ସହରଗୁଡ଼ିକ ଉପରେ ଆକ୍ରମଣ କରିବା ନିମନ୍ତେ ବିନ୍ହଦଦ୍ ତାଙ୍କ ସୈନ୍ୟଦଳର ସେନାପତିମାନଙ୍କୁ ପଠାଇଲେ। ସେହି ସେନାପତିମାନେ ଇୟୋନ, ଦାନ ଓ ଆବେଲମୟିମ୍ ସହରଗୁଡ଼ିକ ଉପରେ ଆକ୍ରମଣ କଲେ। ସେମାନେ ନପ୍ତାଲି ଅଞ୍ଚଳର ସମସ୍ତ ସହରଗୁଡ଼ିକ ଉପରେ ମଧ୍ୟ ଆକ୍ରମଣ କଲେ, ଯେଉଁଠାରେ ଜିନିଷ ଠୁଳ କରି ରଖାଯାଇଥିଲା। Viz kapitola |