Online Bible

- Reklamy -




2 ବଂଶାବଳୀ 16:7 - ଓଡିଆ ବାଇବେଲ

7 ସେସମୟରେ ହନାନି ଦର୍ଶକ ଯିହୁଦାର ରାଜା ଆସାଙ୍କ ନିକଟକୁ ଆସି କହିଲା, “ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର ନ କରି ଅରାମୀୟ ରାଜା ଉପରେ ନିର୍ଭର କଲ, ଏହେତୁ ଅରାମୀୟ ରାଜ୍ୟର ସୈନ୍ୟ ତୁମ୍ଭ ହସ୍ତରୁ ବଞ୍ଚିଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ସେସମୟରେ ହନାନି ଦର୍ଶକ ଯିହୁଦାର ରାଜା ଆସାଙ୍କ ନିକଟକୁ ଆସି କହିଲା, ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଉପରେ ନିର୍ଭର ନ କରି ଅରାମୀୟ ରାଜା ଉପରେ ନିର୍ଭର କଲ, ଏହେତୁ ଅରାମୀୟ ରାଜ୍ୟର ସୈନ୍ୟ ତୁମ୍ଭ ହସ୍ତରୁ ବଞ୍ଚିଗଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେସମୟରେ ହନାନି ଦର୍ଶକ ଯିହୁଦାର ରାଜା ଆସାଙ୍କ ନିକଟକୁ ଆସି କହିଲା, “ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର ନ କରି ଅରାମୀୟ ରାଜା ଉପରେ ନିର୍ଭର କଲ, ଏହେତୁ ଅରାମୀୟ ରାଜ୍ୟର ସୈନ୍ୟ ତୁମ୍ଭ ହସ୍ତରୁ ବଞ୍ଚିଗଲେ।

Viz kapitola kopírovat

ପବିତ୍ର ବାଇବଲ

7 ସେହି ସମୟରେ ଦ୍ରଷ୍ଟା ହନାନି ଯିହୁଦାର ରାଜା ଆସାଙ୍କ ନିକଟକୁ ଆସିଲେ। ହନାନି ତାଙ୍କୁ କହିଲେ, “ଆସା, ତୁମ୍ଭେ ଅରାମର ରାଜା ଉପରେ ସାହାଯ୍ୟ ନିମନ୍ତେ ନିର୍ଭର କଲ ଓ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ଉପରେ ନିର୍ଭର କଲ ନାହିଁ। କିନ୍ତୁ ଯେହେତୁ ତୁମ୍ଭେ ସାହାଯ୍ୟ ନିମନ୍ତେ ସଦାପ୍ରଭୁଙ୍କ ଉପରେ ନିର୍ଭର କଲ ନାହିଁ, ଅରାମ ରାଜାର ସୈନ୍ୟଦଳ ତୁମ୍ଭଠାରୁ ଖସି ପଳାଇଗଲେ।

Viz kapitola kopírovat




2 ବଂଶାବଳୀ 16:7

Následuj nás:

Reklamy


Reklamy