2 ବଂଶାବଳୀ 17:17 - ଓଡିଆ ବାଇବେଲ17 ପୁଣି, ବିନ୍ୟାମୀନ୍ ମଧ୍ୟରୁ ଇଲୀୟାଦା, ସେ ମହାବିକ୍ରମଶାଳୀ ଲୋକ ଥିଲା ଓ ତାହା ସଙ୍ଗରେ ଦୁଇ ଲକ୍ଷ ଧନୁର୍ଦ୍ଧାରୀ ଓ ଢାଲଧାରୀ ଲୋକ ଥିଲେ; Viz kapitolaପବିତ୍ର ବାଇବଲ (Re-edited) - (BSI)17 ପୁଣି, ବିନ୍ୟାମୀନ ମଧ୍ୟରୁ ଇଲୀୟାଦା, ସେ ମହାବିକ୍ରମଶାଳୀ ଲୋକ ଥିଲା ଓ ତାହା ସଙ୍ଗରେ ଦୁଇ ଲକ୍ଷ ଧନୁର୍ଦ୍ଧାରୀ ଓ ଢାଲଧାରୀ ଲୋକ ଥିଲେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି, ବିନ୍ୟାମୀନ୍ ମଧ୍ୟରୁ ଇଲୀୟାଦା, ସେ ମହାବିକ୍ରମଶାଳୀ ଲୋକ ଥିଲା ଓ ତାହା ସଙ୍ଗରେ ଦୁଇ ଲକ୍ଷ ଧନୁର୍ଦ୍ଧାରୀ ଓ ଢାଲଧାରୀ ଲୋକ ଥିଲେ; Viz kapitolaପବିତ୍ର ବାଇବଲ17 ବିନ୍ୟାମୀନ୍ ଗୋଷ୍ଠୀର ଏହିମାନେ ସେନାଧ୍ୟକ୍ଷ ଥିଲେ: ଇଲିୟାଦାଙ୍କର 200,000 ଜଣ ସୈନ୍ୟ ଥିଲେ, ଯେଉଁମାନେ ଧନୁ, ତୀର ଓ ଢାଲ ବ୍ୟବହାର କରୁଥିଲେ। ଇଲିୟାଦା ଜଣେ ଅତି ସାହସୀ ସୈନ୍ୟ ଥିଲେ। Viz kapitola |