2 ବଂଶାବଳୀ 17:2 - ଓଡିଆ ବାଇବେଲ2 ପୁଣି ସେ ଯିହୁଦାର ସକଳ ପ୍ରାଚୀରବେଷ୍ଟିତ ନଗରରେ ସୈନ୍ୟ ରଖିଲେ, ଆଉ ଯିହୁଦା ଦେଶରେ ଓ ତାଙ୍କର ପିତା ଆସାଙ୍କର ହସ୍ତଗତ ଇଫ୍ରୟିମର ସକଳ ନଗରରେ ପ୍ରହରୀ ଦଳ ସ୍ଥାପନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି ସେ ଯିହୁଦାର ସକଳ ପ୍ରାଚୀରବେଷ୍ଟିତ ନଗରରେ ସୈନ୍ୟ ରଖିଲେ, ଆଉ ଯିହୁଦା ଦେଶରେ ଓ ତାଙ୍କର ପିତା ଆସାଙ୍କର ହସ୍ତଗତ ଇଫ୍ରୟିମର ସକଳ ନଗରରେ ପ୍ରହରୀଦଳ ସ୍ଥାପନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି ସେ ଯିହୁଦାର ସକଳ ପ୍ରାଚୀର-ବେଷ୍ଟିତ ନଗରରେ ସୈନ୍ୟ ରଖିଲେ, ଆଉ ଯିହୁଦା ଦେଶରେ ଓ ତାଙ୍କର ପିତା ଆସାଙ୍କର ହସ୍ତଗତ ଇଫ୍ରୟିମର ସକଳ ନଗରରେ ପ୍ରହରୀ-ଦଳ ସ୍ଥାପନ କଲେ। Viz kapitolaପବିତ୍ର ବାଇବଲ2 ଯିହୁଦାର ଯେଉଁ ସହରଗୁଡ଼ିକ ଦୁର୍ଗମାନଙ୍କରେ ପରିଣତ ହୋଇଥିଲା, ସେ ସେଠାରେ ସୈନ୍ୟମାନଙ୍କୁ ସ୍ଥାପନ କଲେ। ଯିହୋଶାଫଟ୍ ତାଙ୍କର ପିତା ଆସା ଅଧିକାର କରିଥିବା ଯିହୁଦା ଓ ଇଫ୍ରୟିମର ସହରଗୁଡ଼ିକରେ ଦୁର୍ଗମାନ ନିର୍ମାଣ କଲେ। Viz kapitola |