2 ବଂଶାବଳୀ 17:6 - ଓଡିଆ ବାଇବେଲ6 ପୁଣି, ତାଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କ ପଥରେ ଉନ୍ନତ ହେଲା; ଆହୁରି ସେ ଯିହୁଦା ମଧ୍ୟରୁ ଉଚ୍ଚସ୍ଥଳୀ ଓ ଆଶେରା ମୂର୍ତ୍ତିସବୁ ଦୂର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି, ତାଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କ ପଥରେ ଉନ୍ନତ ହେଲା; ଆହୁରି ସେ ଯିହୁଦା ମଧ୍ୟରୁ ଉଚ୍ଚସ୍ଥଳୀ ଓ ଆଶେରା ମୂର୍ତ୍ତିସବୁ ଦୂର କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ତାଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କ ପଥରେ ଉନ୍ନତ ହେଲା; ଆହୁରି ସେ ଯିହୁଦା ମଧ୍ୟରୁ ଉଚ୍ଚସ୍ଥଳୀ ଓ ଆଶେରା ମୂର୍ତ୍ତିସବୁ ଦୂର କଲେ। Viz kapitolaପବିତ୍ର ବାଇବଲ6 ଯିହୋଶାଫଟ୍ ସମ୍ପୂର୍ଣ୍ଣ ଆନ୍ତରିକତାର ସହିତ ସଦାପ୍ରଭୁଙ୍କୁ ଉତ୍ସର୍ଗୀକୃତ ହୋଇଥିଲେ। ସେ ସମସ୍ତ ଉଚ୍ଚସ୍ଥାନ ଓ ଆଶେରା ସ୍ତମ୍ଭଗୁଡ଼ିକୁ ଯିହୁଦା ଦେଶରୁ ଫୋପାଡ଼ି ଦେଲେ। Viz kapitola |