Online Bible

- Reklamy -




2 ବଂଶାବଳୀ 18:11 - ଓଡିଆ ବାଇବେଲ

11 ତହିଁରେ ସବୁ ଭବିଷ୍ୟଦ୍‍ବକ୍ତା ତଦ୍ରୂପ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍‍-ଗିଲୀୟଦକୁ ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜାଙ୍କ ହସ୍ତରେ ସମର୍ପଣ କରିବେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ତହିଁରେ ସବୁ ଭବିଷ୍ୟଦ୍ବକ୍ତା ତଦ୍ରୂପ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, ରାମୋତ୍-ଗିଲୀୟଦକୁ ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜାଙ୍କ ହସ୍ତରେ ସମର୍ପଣ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହିଁରେ ସବୁ ଭବିଷ୍ୟଦ୍‍ବକ୍ତା ତଦ୍ରୂପ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍‍-ଗିଲୀୟଦକୁ ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜାଙ୍କ ହସ୍ତରେ ସମର୍ପଣ କରିବେ।”

Viz kapitola kopírovat

ପବିତ୍ର ବାଇବଲ

11 ସବୁ ଭବିଷ୍ୟ‌ଦ୍‌ବକ୍ତାମାନେ ସେହି ସମାନ କଥା କହିଲେ। ସେମାନେ କହିଲେ, “ରାମୋତ୍-ଗିଲିୟ‌ଦ୍‌ର ସହରକୁ ଯାଅ। ତୁମ୍ଭେ ସଫଳତା ଓ ବିଜୟ ଲାଭ କରିବ। ସଦାପ୍ରଭୁ ରାମୋତ୍-ଗିଲିୟ‌ଦ୍‌କୁ ରାଜାଙ୍କୁ ଦେବେ।”

Viz kapitola kopírovat




2 ବଂଶାବଳୀ 18:11

Následuj nás:

Reklamy


Reklamy