Online Bible

- Reklamy -




2 ବଂଶାବଳୀ 18:12 - ଓଡିଆ ବାଇବେଲ

12 ପୁଣି, ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍‍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭ ବାକ୍ୟ ସେମାନଙ୍କ ବାକ୍ୟ ତୁଲ୍ୟ ହେଉ ଓ ତୁମ୍ଭେ ମଙ୍ଗଳର କଥା କୁହ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ପୁଣି, ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, ଦେଖ, ଭବିଷ୍ୟଦ୍ବକ୍ତା-ମାନଙ୍କର ବାକ୍ୟ ଏକମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭ ବାକ୍ୟ ସେମାନଙ୍କ ବାକ୍ୟ ତୁଲ୍ୟ ହେଉ ଓ ତୁମ୍ଭେ ମଙ୍ଗଳର କଥା କୁହ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍‍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭ ବାକ୍ୟ ସେମାନଙ୍କ ବାକ୍ୟ ତୁଲ୍ୟ ହେଉ ଓ ତୁମ୍ଭେ ମଙ୍ଗଳର କଥା କୁହ।”

Viz kapitola kopírovat

ପବିତ୍ର ବାଇବଲ

12 ମୀଖାୟଙ୍କୁ ଯେଉଁ ବାର୍ତ୍ତାବାହକ ଡାକିବାକୁ ଯାଇଥିଲା, ତାଙ୍କୁ କହିଲା, “ମୀଖାୟ, ଶୁଣ, ସବୁ ଭବିଷ୍ୟ‌ଦ୍‌ବକ୍ତାମାନେ ଏକପ୍ରକାର କଥା କହୁଅଛନ୍ତି। ସେମାନେ କହୁଛନ୍ତି ଯେ, ରାଜା ସଫଳତା ଲାଭ କରିବେ। ତେଣୁ ସେମାନେ ଯାହା କହୁଛନ୍ତି, ତୁମ୍ଭେ ମଧ୍ୟ ତାହା କହିବା ଉଚିତ୍। ତୁମ୍ଭେ ଉତ୍ତମ ବିଷୟମାନ କହିବା ଉଚିତ୍।”

Viz kapitola kopírovat




2 ବଂଶାବଳୀ 18:12

Následuj nás:

Reklamy


Reklamy