Online Bible

- Reklamy -




2 ବଂଶାବଳୀ 18:14 - ଓଡିଆ ବାଇବେଲ

14 ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍‍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି ?” ତହୁଁ ସେ କହିଲା, “ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; ସେମାନେ ଆପଣମାନଙ୍କ ହସ୍ତରେ ସମର୍ପିତ ହେବେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷା; ହେବି? ତହୁଁ ସେ କହିଲା, ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; ସେମାନେ ଆପଣମାନଙ୍କ ହସ୍ତରେ ସମର୍ପିତ ହେବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍‍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି?” ତହୁଁ ସେ କହିଲା, “ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; ସେମାନେ ଆପଣମାନଙ୍କ ହସ୍ତରେ ସମର୍ପିତ ହେବେ।”

Viz kapitola kopírovat

ପବିତ୍ର ବାଇବଲ

14 ଏହା ପରେ ମୀଖାୟ ରାଜାଙ୍କ ନିକଟକୁ ଆସିଲେ। ରାଜା ତାଙ୍କୁ କହିଲେ, “ମୀଖାୟ, ଆମ୍ଭେମାନେ ରାମୋତ୍-ଗିଲିୟଦ୍ ସହରକୁ ଯୁଦ୍ଧ କରିବା ନିମନ୍ତେ ଯିବୁ ନା ନାହିଁ?” ମୀଖାୟ ଉତ୍ତର ଦେଲେ, “ଯାଅ ଓ ଆକ୍ରମଣ କର। ତୁମ୍ଭେମାନେ ଅଧିକାର କରିବ ଏବଂ ସେହି ସହର ତୁମ୍ଭର ହେବ।”

Viz kapitola kopírovat




2 ବଂଶାବଳୀ 18:14

Následuj nás:

Reklamy


Reklamy