Online Bible

- Reklamy -




2 ବଂଶାବଳୀ 18:2 - ଓଡିଆ ବାଇବେଲ

2 ଆଉ, କେତେକ ବର୍ଷ ଉତ୍ତାରେ ସେ ଶମରୀୟା ଦେଶରେ ଆହାବଙ୍କୁ ଦର୍ଶନ କରିବାକୁ ଗଲେ। ତହିଁରେ ଆହାବ ତାଙ୍କ ନିମନ୍ତେ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ ଅନେକ ମେଷ ଓ ବଳଦ ମାରିଲେ ଓ ଆପଣା ସଙ୍ଗେ ରାମୋତ୍‍-ଗିଲୀୟଦକୁ ଯିବା ପାଇଁ ତାଙ୍କୁ ମଣାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ଆଉ, କେତେକ ବର୍ଷ ଉତ୍ତାରେ ସେ ଶମରୀୟା ଦେଶକୁ ଆହାବଙ୍କ କତିକି ଗଲେ। ତହିଁରେ ଆହାବ ତାଙ୍କ ନିମନ୍ତେ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ ଅନେକ ମେଷ ଓ ବଳଦ ମାରିଲେ ଓ ଆପଣା ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବା ପାଇଁ ତାଙ୍କୁ ମଣାଇଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ, କେତେକ ବର୍ଷ ଉତ୍ତାରେ ସେ ଶମରୀୟା ଦେଶରେ ଆହାବଙ୍କୁ ଦର୍ଶନ କରିବାକୁ ଗଲେ। ତହିଁରେ ଆହାବ ତାଙ୍କ ନିମନ୍ତେ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ ଅନେକ ମେଷ ଓ ବଳଦ ମାରିଲେ ଓ ଆପଣା ସଙ୍ଗେ ରାମୋତ୍‍-ଗିଲୀୟଦକୁ ଯିବା ପାଇଁ ତାଙ୍କୁ ମଣାଇଲେ।

Viz kapitola kopírovat

ପବିତ୍ର ବାଇବଲ

2 କିଛି ବର୍ଷ ଉତ୍ତାରେ, ଯିହୋଶାଫଟ୍ ଶମରିୟା ସହରରେ ରାଜା ଆହାବଙ୍କୁ ଭେଟିବା ନିମନ୍ତେ ଗଲେ। ଆହାବ ଯିହୋଶାଫଟ୍ ଓ ତାଙ୍କ ସହିତ ଥିବା ଲୋକମାନଙ୍କ ନିମନ୍ତେ ଅନେକ ମେଣ୍ଢା ଓ ଗାଈ ବଳିଦାନ ଦେଲେ। ଆହାବ ଯିହୋଶାଫ‌ଟଙ୍କୁ ରାମୋତ-ଗିଲିୟଦ୍ ସହରକୁ ଆକ୍ରମଣ କରିବା ନିମନ୍ତେ ଉତ୍ସାହିତ କଲେ।

Viz kapitola kopírovat




2 ବଂଶାବଳୀ 18:2

Následuj nás:

Reklamy


Reklamy