2 ବଂଶାବଳୀ 18:21 - ଓଡିଆ ବାଇବେଲ21 ସେ କହିଲା, “ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି” ତେବେ ସେ କହିଲେ, “ତୁମ୍ଭେ ତାହାକୁ ଫୁସୁଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର। Viz kapitolaପବିତ୍ର ବାଇବଲ (Re-edited) - (BSI)21 ସେ କହିଲା, ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି। ତେବେ ସେ କହିଲେ, ତୁମ୍ଭେ ତାହାକୁ ଫୁସୁଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେ କହିଲା, ‘ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି’ ତେବେ ସେ କହିଲେ, ‘ତୁମ୍ଭେ ତାହାକୁ ଫୁସୁଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।’ Viz kapitolaପବିତ୍ର ବାଇବଲ21 ସେହି ଆତ୍ମାଟି ଉତ୍ତର ଦେଲା, ‘ମୁଁ ଯିବି ଓ ଆହାବଙ୍କ ଭବିଷ୍ୟଦ୍ବକ୍ତାମାନଙ୍କ ମୁଖରେ ଏକ ମିଥ୍ୟାବାଦୀ ଆତ୍ମା ହୋଇଯିବି।’ ଆଉ ସଦାପ୍ରଭୁ କହିଲେ, ‘ନିଶ୍ଚିତ ଭାବରେ ତୁମ୍ଭେ ଆହାବକୁ ପ୍ରତାରିତ କରିବାକୁ ସମର୍ଥ ହେବ। ତେଣୁ ଯାଅ ଓ ତାହା କର।’ Viz kapitola |