2 ବଂଶାବଳୀ 18:28 - ଓଡିଆ ବାଇବେଲ28 ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍ ରାଜା ରାମୋତ୍-ଗିଲୀୟଦକୁ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ଅନନ୍ତର ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍ ରାଜା ରାମୋତ୍-ଗିଲୀୟଦକୁ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍ ରାଜା ରାମୋତ୍-ଗିଲୀୟଦକୁ ଗଲେ। Viz kapitolaପବିତ୍ର ବାଇବଲ28 ତେଣୁ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍ ରାମୋତ୍-ଗିଲିୟଦ୍ ସହର ଉପରେ ଆକ୍ରମଣ କଲେ, Viz kapitola |