2 ବଂଶାବଳୀ 18:3 - ଓଡିଆ ବାଇବେଲ3 ଇସ୍ରାଏଲର ରାଜା ଆହାବ ଯିହୁଦାର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ତୁମ୍ଭେ କି ମୋ’ ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବ” ତହିଁରେ ସେ ଉତ୍ତର କଲେ, “ମୁଁ ତୁମ୍ଭ ପରି ଓ ମୋର ଲୋକ ତୁମ୍ଭର ଲୋକ ପରି; ଆମ୍ଭେମାନେ ଯୁଦ୍ଧରେ ତୁମ୍ଭର ସଙ୍ଗୀ ହେବୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ଇସ୍ରାଏଲର ରାଜା ଆହାବ ଯିହୁଦାର ରାଜା ଯିହୋଶାଫଟ୍ଙ୍କୁ କହିଲେ, ତୁମ୍ଭେ କି ମୋʼ ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବ? ତହିଁରେ ସେ ଉତ୍ତର କଲେ, ମୁଁ ତୁମ୍ଭ ପରି ଓ ମୋର ଲୋକ ତୁମ୍ଭର ଲୋକ ପରି; ଆମ୍ଭେମାନେ ଯୁଦ୍ଧରେ ତୁମ୍ଭର ସଙ୍ଗୀ ହେବୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଇସ୍ରାଏଲର ରାଜା ଆହାବ ଯିହୁଦାର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ତୁମ୍ଭେ କି ମୋʼ ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବ” ତହିଁରେ ସେ ଉତ୍ତର କଲେ, “ମୁଁ ତୁମ୍ଭ ପରି ଓ ମୋର ଲୋକ ତୁମ୍ଭର ଲୋକ ପରି; ଆମ୍ଭେମାନେ ଯୁଦ୍ଧରେ ତୁମ୍ଭର ସଙ୍ଗୀ ହେବୁ।” Viz kapitolaପବିତ୍ର ବାଇବଲ3 ଆହାବ ଯିହୋଶାଫଟଙ୍କୁ କହିଲେ, “ତୁମ୍ଭେ ମୋ’ ସହିତ ରାମୋତ୍-ଗିଲିୟଦ୍କୁ ଆକ୍ରମଣ କରିବା ନିମନ୍ତେ ଯିବ କି?” ଆହାବ ଇସ୍ରାଏଲର ରାଜା ଓ ଯିହୋଶାଫଟ୍ ଯିହୁଦାର ରାଜା ଥିଲେ। ଯିହୋଶାଫଟ୍ ଆହାବଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭ ତୁଲ୍ୟ ଅଟେ ଓ ମୋର ଲୋକମାନେ ତୁମ୍ଭ ଲୋକ ପରି ଅଟନ୍ତି। ଆମ୍ଭେମାନେ ତୁମ୍ଭ ସହିତ ଯୁଦ୍ଧରେ ଯୋଗଦେବା।” Viz kapitola |