2 ବଂଶାବଳୀ 18:31 - ଓଡିଆ ବାଇବେଲ31 ଏଣୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍ଙ୍କୁ ଦେଖି କହିଲେ, “ଏ ଇସ୍ରାଏଲର ରାଜା।” ତେଣୁ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ମାତ୍ର ଯିହୋଶାଫଟ୍ ଡାକ ପକାଇଲେ ଓ ସଦାପ୍ରଭୁ ତାଙ୍କର ସାହାଯ୍ୟ କଲେ; ଆଉ ପରମେଶ୍ୱର ସେମାନଙ୍କୁ ତାଙ୍କ ନିକଟରୁ ଫେରି ଯିବା ପାଇଁ ପ୍ରବର୍ତ୍ତାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଏଣୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍ଙ୍କୁ ଦେଖି କହିଲେ, ଏ ଇସ୍ରାଏଲର ରାଜା। ତେଣୁ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ମାତ୍ର ଯିହୋଶାଫଟ୍ ଡାକ ପକାଇଲେ ଓ ସଦାପ୍ରଭୁ ତାଙ୍କର ସାହାଯ୍ୟ କଲେ; ଆଉ ପରମେଶ୍ଵର ସେମାନଙ୍କୁ ତାଙ୍କ ନିକଟରୁ ଫେରି ଯିବା ପାଇଁ ପ୍ରବର୍ତ୍ତାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଏଣୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍ଙ୍କୁ ଦେଖି କହିଲେ, “ଏ ଇସ୍ରାଏଲର ରାଜା।” ତେଣୁ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ମାତ୍ର ଯିହୋଶାଫଟ୍ ଡାକ ପକାଇଲେ ଓ ସଦାପ୍ରଭୁ ତାଙ୍କର ସାହାଯ୍ୟ କଲେ; ଆଉ ପରମେଶ୍ୱର ସେମାନଙ୍କୁ ତାଙ୍କ ନିକଟରୁ ଫେରିଯିବା ପାଇଁ ପ୍ରବର୍ତ୍ତାଇଲେ। Viz kapitolaପବିତ୍ର ବାଇବଲ31 ଯେତେବେଳେ ରଥ-ଗ୍ଭଳକମାନେ ଯିହୋଶାଫଟଙ୍କୁ ଦେଖିଲେ, ସେମାନେ ଭାବିଲେ, “ସେଠାରେ ଇସ୍ରାଏଲର ରାଜା ଅଛନ୍ତି।” ତେଣୁ ସେମାନେ ଯିହୋଶାଫଟଙ୍କ ଆଡ଼େ ଆକ୍ରମଣ କରିବାକୁ ଗଲେ। ତେଣୁ ଯିହୋଶାଫଟ୍ ଚିତ୍କାର କଲେ, ଆଉ ସଦାପ୍ରଭୁ ତାଙ୍କୁ ସାହାଯ୍ୟ କଲେ। ପରମେଶ୍ୱର ରଥ-ଗ୍ଭଳକମାନଙ୍କୁ ଯିହୋଶାଫଟଙ୍କ ଆଡ଼ୁ ଫେରାଇ ନେଲେ। Viz kapitola |