2 ବଂଶାବଳୀ 18:33 - ଓଡିଆ ବାଇବେଲ33 ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ସାଞ୍ଜୁଆର ଯୋଡ଼ ମଧ୍ୟରେ ଇସ୍ରାଏଲ-ରାଜାଙ୍କୁ ଆଘାତ କଲା; ତେଣୁ ସେ ଆପଣା ସାରଥିକୁ କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।” Viz kapitolaପବିତ୍ର ବାଇବଲ (Re-edited) - (BSI)33 ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ସାଞ୍ଜୁଆର ଯୋଡ଼ ମଧ୍ୟରେ ଇସ୍ରାଏଲ-ରାଜାଙ୍କୁ ଆଘାତ କଲା; ତେଣୁ ସେ ଆପଣା ସାରଥିକି କହିଲେ, ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ସାଞ୍ଜୁଆର ଯୋଡ଼ ମଧ୍ୟରେ ଇସ୍ରାଏଲ-ରାଜାଙ୍କୁ ଆଘାତ କଲା; ତେଣୁ ସେ ଆପଣା ସାରଥିକୁ କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।” Viz kapitolaପବିତ୍ର ବାଇବଲ33 କିନ୍ତୁ ଜଣେ ଧନୁର୍ଦ୍ଧର ଲକ୍ଷ୍ୟହୀନ ଭାବରେ ତା’ ଧନୁକୁ ତୀରଟିଏ ମାରିଲା। ସେହି ତୀରଟି ଆସି ଇସ୍ରାଏଲର ରାଜା ଆହାବଙ୍କ ସମ୍ମୁଖରେ ଏକ ସନ୍ଧି ସ୍ଥାନରେ ବାଜିଲା। ଇସ୍ରାଏଲର ରାଜା ତାଙ୍କର ରଥଗ୍ଭଳକକୁ କହିଲେ, “ରଥକୁ ଫେରାଇ ନିଅ ଓ ମୋତେ ଯୁଦ୍ଧ କ୍ଷେତ୍ରରୁ ନେଇଯାଅ। ମୁଁ ଆଘାତପ୍ରାପ୍ତ ହୋଇଅଛି।” Viz kapitola |