2 ବଂଶାବଳୀ 18:5 - ଓଡିଆ ବାଇବେଲ5 ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍ବକ୍ତାମାନଙ୍କର ଚାରି ଶହ ଲୋକଙ୍କୁ ଏକତ୍ରିତ କରି ସେମାନଙ୍କୁ ପଚାରିଲେ; ଆମ୍ଭେମାନେ କ’ଣ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି ? ତହିଁରେ ସେମାନେ କହିଲେ, “ଯାଉନ୍ତୁ, କାରଣ ପରମେଶ୍ୱର ତାହା ରାଜାଙ୍କ ହସ୍ତରେ ସମର୍ପଣ କରିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍ବକ୍ତାମାନଙ୍କର ଚାରି ଶହ ଲୋକଙ୍କୁ ଏକତ୍ରିତ କରି ସେମାନଙ୍କୁ ପଚାରିଲେ; ଆମ୍ଭେମାନେ କʼଣ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷା; ହେବି? ତହିଁରେ ସେମାନେ କହିଲେ, ଯାଉନ୍ତୁ, କାରଣ ପରମେଶ୍ଵର ତାହା ରାଜାଙ୍କ ହସ୍ତରେ ସମର୍ପଣ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍ବକ୍ତାମାନଙ୍କର ଚାରି ଶହ ଲୋକଙ୍କୁ ଏକତ୍ରିତ କରି ସେମାନଙ୍କୁ ପଚାରିଲେ; “ଆମ୍ଭେମାନେ କʼଣ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି?” ତହିଁରେ ସେମାନେ କହିଲେ, “ଯାଉନ୍ତୁ, କାରଣ ପରମେଶ୍ୱର ତାହା ରାଜାଙ୍କ ହସ୍ତରେ ସମର୍ପଣ କରିବେ।” Viz kapitolaପବିତ୍ର ବାଇବଲ5 ତେଣୁ ଇସ୍ରାଏଲର ରାଜା ସମସ୍ତ ଭବିଷ୍ୟଦ୍ବକ୍ତାଙ୍କୁ ଏକତ୍ର କଲେ, ସେମାନେ 400 ଜଣ ଥିଲେ। ଆହାବ ସେମାନଙ୍କୁ କହିଲେ, “ଆମ୍ଭେମାନେ ରାମୋତ୍-ଗିଲିୟଦ୍ ସହରକୁ ଯୁଦ୍ଧ କରିବାକୁ ଯିବା, ନା ନାହିଁ?” ଭବିଷ୍ୟଦ୍ବକ୍ତାମାନେ କହିଲେ, “ଯାଅ, କାରଣ ପରମେଶ୍ୱର ରାମୋତ୍-ଗିଲିୟଦ୍କୁ ରାଜାଙ୍କୁ ଦେବେ।” Viz kapitola |