Online Bible

- Reklamy -




2 ବଂଶାବଳୀ 18:9 - ଓଡିଆ ବାଇବେଲ

9 ଏଥି ମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍‍ ଆପଣା ଆପଣା ରାଜବସ୍ତ୍ର ପିନ୍ଧି ଆପଣା ଆପଣା ସିଂହାସନରେ ବସିଥିଲେ, ସେମାନେ ଶମରୀୟାର ଦ୍ୱାର-ପ୍ରବେଶ ସ୍ଥାନ ନିକଟସ୍ଥ ମେଲାରେ ବସିଥିଲେ; ଆଉ ସମସ୍ତ ଭବିଷ୍ୟଦ୍‍ବକ୍ତା ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିଲେ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଏଥି ମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍ ଆପଣା ଆପଣା ରାଜବସ୍ତ୍ର ପିନ୍ଧି ଆପଣା ଆପଣା ସିଂହାସନରେ ବସିଥିଲେ, ସେମାନେ ଶମରୀୟାର ଦ୍ଵାର-ପ୍ରବେଶ ସ୍ଥାନ ନିକଟସ୍ଥ ମେଲାରେ ବସିଥିଲେ; ଆଉ ସମସ୍ତ ଭବିଷ୍ୟଦ୍ବକ୍ତା ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିଲେ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍‍ ଆପଣା ଆପଣା ରାଜବସ୍ତ୍ର ପିନ୍ଧି ଆପଣା ଆପଣା ସିଂହାସନରେ ବସିଥିଲେ, ସେମାନେ ଶମରୀୟାର ଦ୍ୱାର-ପ୍ରବେଶ ସ୍ଥାନ ନିକଟସ୍ଥ ମେଲାରେ ବସିଥିଲେ; ଆଉ ସମସ୍ତ ଭବିଷ୍ୟଦ୍‍ବକ୍ତା ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିଲେ,

Viz kapitola kopírovat

ପବିତ୍ର ବାଇବଲ

9 ଏହା ପରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍ ସେମାନଙ୍କର ରାଜକୀୟ ପୋଷାକ ପିନ୍ଧିଥିଲେ। ସେମାନେ ଶମରିୟା ନଗରର ସମ୍ମୁଖଦ୍ୱାର ନିକଟସ୍ଥ ଶସ୍ୟମର୍ଦ୍ଦନ ଚଟାଣ ନିକଟରେ ସେମାନଙ୍କର ସିଂହାସନମାନଙ୍କରେ ବସିଥିଲେ, ସେହି ସମସ୍ତ ଭବିଷ୍ୟ‌ଦ୍‌ବକ୍ତା ଦୁଇ ରାଜାଙ୍କ ସମ୍ମୁଖରେ ସେମାନଙ୍କର କୀର୍ତ୍ତୀମାନ କହୁଥିଲେ।

Viz kapitola kopírovat




2 ବଂଶାବଳୀ 18:9

Následuj nás:

Reklamy


Reklamy