2 ବଂଶାବଳୀ 19:10 - ଓଡିଆ ବାଇବେଲ10 ପୁଣି, ଆପଣା ଆପଣା ନଗରବାସୀ ତୁମ୍ଭମାନଙ୍କ ଭ୍ରାତୃଗଣ ଦ୍ୱାରା ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବ୍ୟବସ୍ଥା ଓ ଆଜ୍ଞା, ବିଧି ଓ ଶାସନ ମଧ୍ୟରେ କୌଣସି ବିବାଦ କୌଣସି ସମୟରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲେ ଯେପରି ସେମାନେ ସଦାପ୍ରଭୁଙ୍କ ପ୍ରତି ଦୋଷୀ ନୋହିବେ, ଆଉ ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉପରେ କୋପ ନ ବର୍ତ୍ତିବ, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ଚେତନା ଦେବ; ଏହା କଲେ, ତୁମ୍ଭେମାନେ ଦୋଷୀ ନୋହିବ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି, ଆପଣା ଆପଣା ନଗରବାସୀ ତୁମ୍ଭମାନଙ୍କ ଭ୍ରାତୃଗଣ ଦ୍ଵାରା ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବ୍ୟବସ୍ଥା ଓ ଆଜ୍ଞା, ବିଧି ଓ ଶାସନ ମଧ୍ୟରେ କୌଣସି ବିବାଦ କୌଣସି ସମୟରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲେ ଯେପରି ସେମାନେ ସଦାପ୍ରଭୁଙ୍କ ପ୍ରତି ଦୋଷୀ ନୋହିବେ, ଆଉ ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉପରେ କୋପ ନ ବର୍ତ୍ତିବ, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ଚେତନା ଦେବ ; ଏହା କଲେ, ତୁମ୍ଭେମାନେ ଦୋଷୀ ନୋହିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ଆପଣା ଆପଣା ନଗରବାସୀ ତୁମ୍ଭମାନଙ୍କ ଭ୍ରାତୃଗଣ ଦ୍ୱାରା ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବ୍ୟବସ୍ଥା ଓ ଆଜ୍ଞା, ବିଧି ଓ ଶାସନ ମଧ୍ୟରେ କୌଣସି ବିବାଦ କୌଣସି ସମୟରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲେ ଯେପରି ସେମାନେ ସଦାପ୍ରଭୁଙ୍କ ପ୍ରତି ଦୋଷୀ ନୋହିବେ, ଆଉ ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉପରେ କୋପ ନ ବର୍ତ୍ତିବ, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ଚେତନା ଦେବ; ଏହା କଲେ, ତୁମ୍ଭେମାନେ ଦୋଷୀ ନୋହିବ। Viz kapitolaପବିତ୍ର ବାଇବଲ10 ତୁମ୍ଭମାନଙ୍କ ନିକଟକୁ ହତ୍ୟା, ଆଇନ୍ ଅମାନ୍ୟ, ଶାସନ ଓ ଅନ୍ୟ ଆଇନ୍ ସମ୍ପର୍କିତ ମାମଲାମାନ ଆସିବ, ଏହିସବୁ ମାମଲା ଏହି ନଗରରେ ବାସ କରୁଥିବା ତୁମ୍ଭମାନଙ୍କର ଭ୍ରାତାମାନଙ୍କର ମଧ୍ୟରୁ ହିଁ ଆସିବ। ଏହିସବୁ ମାମଲାରେ ତୁମ୍ଭେମାନେ ଲୋକମାନଙ୍କୁ “ସଦାପ୍ରଭୁ”ଙ୍କ ବିରୁଦ୍ଧରେ ପାପ ନ କରିବା ନିମନ୍ତେ ସତର୍କ କରାଇଦେବ। ଯଦି ତୁମ୍ଭେମାନେ ବିଶ୍ୱସ୍ତ ଭାବେ ସେବା କରିବ ନାହିଁ, ତେବେ ତୁମ୍ଭ ବିରୁଦ୍ଧରେ ଓ ତୁମ୍ଭମାନଙ୍କ ଭ୍ରାତାମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କୋପ ବର୍ତ୍ତିବ। ଏହିପରି କର, ତେବେ ତୁମ୍ଭେମାନେ ଦୋଷୀ ହେବ ନାହିଁ। Viz kapitola |