2 ବଂଶାବଳୀ 19:5 - ଓଡିଆ ବାଇବେଲ5 ଆଉ, ସେ ଦେଶର ସର୍ବତ୍ର ଯିହୁଦାର ପ୍ରାଚୀରବେଷ୍ଟିତ ନଗର ସମୂହରେ ନଗରକୁ ନଗର ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆଉ, ସେ ଦେଶର ସର୍ବତ୍ର ଯିହୁଦାର ପ୍ରାଚୀରବେଷ୍ଟିତ ନଗରସମୂହରେ ନଗରକୁ ନଗର ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ, ସେ ଦେଶର ସର୍ବତ୍ର ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସମୂହରେ ନଗରକୁ ନଗର ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ। Viz kapitolaପବିତ୍ର ବାଇବଲ5 ଯିହୋଶାଫଟ୍ ଯିହୁଦାର ସମସ୍ତ ନଗରରେ ବିଗ୍ଭରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ। ଯିହୁଦାର ପ୍ରତିଟି ସୁଦୃଢ଼ ଦୁର୍ଗରେ ରହିବା ନିମନ୍ତେ ସେ ବିଗ୍ଭରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ। Viz kapitola |