2 ବଂଶାବଳୀ 19:9 - ଓଡିଆ ବାଇବେଲ9 ପୁଣି, ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଭୟରେ ବିଶ୍ୱସ୍ତ ରୂପେ ଓ ସିଦ୍ଧ ଅନ୍ତଃକରଣରେ ଏହିପରି କର। Viz kapitolaପବିତ୍ର ବାଇବଲ (Re-edited) - (BSI)9 ପୁଣି, ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ଭୟରେ ବିଶ୍ଵସ୍ତ ରୂପେ ଓ ସିଦ୍ଧ ଅନ୍ତଃକରଣରେ ଏହିପରି କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଭୟରେ ବିଶ୍ୱସ୍ତ ରୂପେ ଓ ସିଦ୍ଧ ଅନ୍ତଃକରଣରେ ଏହିପରି କର। Viz kapitolaପବିତ୍ର ବାଇବଲ9 ଯିହୋଶାଫଟ୍ ସେମାନଙ୍କୁ କେତେକ ଆଦେଶ ଦେଲେ। ଯିହୋଶାଫଟ୍ କହିଲେ, “ତୁମ୍ଭେମାନେ ତୁମ୍ଭମାନଙ୍କର ସମସ୍ତ ଅନ୍ତଃକରଣ ସହିତ ବିଶ୍ୱସ୍ତ ଭାବରେ ସେବା କରିବ, ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କରିବ। Viz kapitola |