Online Bible

- Reklamy -




2 ବଂଶାବଳୀ 2:15 - ଓଡିଆ ବାଇବେଲ

15 ଏହେତୁ ମୋ’ ପ୍ରଭୁ ଯେଉଁ ଗହମ ଓ ଯବ, ତୈଳ ଓ ଦ୍ରାକ୍ଷାରସ ବିଷୟ କହିଅଛନ୍ତି, ତାହା ସେ ଆପଣା ଦାସମାନଙ୍କ ନିକଟକୁ ପଠାଇ ଦେଉନ୍ତୁ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଏହେତୁ ମୋʼ ପ୍ରଭୁ ଯେଉଁ ଗହମ ଓ ଯବ, ତୈଳ ଓ ଦ୍ରାକ୍ଷାରସ ବିଷୟ କହିଅଛନ୍ତି, ତାହା ସେ ଆପଣା ଦାସମାନଙ୍କ ନିକଟକୁ ପଠାଇ ଦେଉନ୍ତୁ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏହେତୁ ମୋʼ ପ୍ରଭୁ ଯେଉଁ ଗହମ ଓ ଯବ, ତୈଳ ଓ ଦ୍ରାକ୍ଷାରସ ବିଷୟ କହିଅଛନ୍ତି, ତାହା ସେ ଆପଣା ଦାସମାନଙ୍କ ନିକଟକୁ ପଠାଇ ଦେଉନ୍ତୁ;

Viz kapitola kopírovat

ପବିତ୍ର ବାଇବଲ

15 “ମହାଶୟ, ବର୍ତ୍ତମାନ ଆମକୁ ଗହମ, ବାର୍ଲି, ତୈଳ ଓ ଦ୍ରାକ୍ଷାରସ ଦିଅନ୍ତୁ, ଯାହା ଆପଣ ଦେବାକୁ ପ୍ରତିଜ୍ଞା କଲେ। ଏହି ଦ୍ରବ୍ୟସବୁ ମୋର ଦାସମାନଙ୍କୁ ଦିଅ।

Viz kapitola kopírovat




2 ବଂଶାବଳୀ 2:15

Následuj nás:

Reklamy


Reklamy