Online Bible

- Reklamy -




2 ବଂଶାବଳୀ 2:9 - ଓଡିଆ ବାଇବେଲ

9 ଆଉ ଦେଖନ୍ତୁ, ମୋ’ ଦାସମାନେ ମଧ୍ୟ ପ୍ରଚୁର କାଷ୍ଠ ପ୍ରସ୍ତୁତ କରିବା ପାଇଁ ଆପଣଙ୍କ ଦାସମାନଙ୍କ ସଙ୍ଗେ ରହିବେ; ଯେହେତୁ ମୁଁ ଯେଉଁ ଗୃହ ନିର୍ମାଣ କରିବାକୁ ଉଦ୍ୟତ ଅଛି, ତାହା ଆଶ୍ଚର୍ଯ୍ୟ ଓ ବୃହତ୍ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଆଉ ଦେଖନ୍ତୁ, ମୋʼ ଦାସମାନେ ମଧ୍ୟ ପ୍ରଚୁର କାଷ୍ଠ ପ୍ରସ୍ତୁତ କରିବା ପାଇଁ ଆପଣଙ୍କ ଦାସମାନଙ୍କ ସଙ୍ଗେ ରହିବେ; ଯେହେତୁ ମୁଁ ଯେଉଁ ଗୃହ ନିର୍ମାଣ କରିବାକୁ ଉଦ୍ୟତ ଅଛି, ତାହା ଆଶ୍ଚର୍ଯ୍ୟ ଓ ବୃହତ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ ଦେଖନ୍ତୁ, ମୋʼ ଦାସମାନେ ମଧ୍ୟ ପ୍ରଚୁର କାଷ୍ଠ ପ୍ରସ୍ତୁତ କରିବା ପାଇଁ ଆପଣଙ୍କ ଦାସମାନଙ୍କ ସଙ୍ଗେ ରହିବେ; ଯେହେତୁ ମୁଁ ଯେଉଁ ଗୃହ ନିର୍ମାଣ କରିବାକୁ ଉଦ୍ୟତ ଅଛି, ତାହା ଆଶ୍ଚର୍ଯ୍ୟ ଓ ବୃହତ ହେବ।

Viz kapitola kopírovat

ପବିତ୍ର ବାଇବଲ

9 ମୁଁ ବହୁତ ପରିମାଣର କାଠ ଆବଶ୍ୟକ କରେ; କାରଣ ଯେଉଁ ମନ୍ଦିର ମୁଁ ନିର୍ମାଣ କରୁଛି, ତାହା ବହୁତ ବଡ଼ ଓ ସୌନ୍ଦର୍ଯ୍ୟରେ ପୂର୍ଣ୍ଣ ହେବ।

Viz kapitola kopírovat




2 ବଂଶାବଳୀ 2:9

Následuj nás:

Reklamy


Reklamy