Online Bible

- Reklamy -




2 ବଂଶାବଳୀ 20:11 - ଓଡିଆ ବାଇବେଲ

11 ଦେଖ, ଏମାନେ ଆମ୍ଭମାନଙ୍କ ଭୋଗାର୍ଥେ ଦତ୍ତ ତୁମ୍ଭ ଅଧିକାରରୁ ତଡ଼ିଦେବା ପାଇଁ ଆସି କିପରି ଆମ୍ଭମାନଙ୍କର ଅପକାର କରୁଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ଦେଖ, ଏମାନେ ଆମ୍ଭମାନଙ୍କ ଭୋଗାର୍ଥେ ଦତ୍ତ ତୁମ୍ଭ ଅଧିକାରରୁ ତଡ଼ିଦେବା ପାଇଁ ଆସି କିପରି ଆମ୍ଭମାନଙ୍କର ଅପକାର କରୁଅଛନ୍ତି?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଦେଖ, ଏମାନେ ଆମ୍ଭମାନଙ୍କ ଭୋଗାର୍ଥେ ଦତ୍ତ ତୁମ୍ଭ ଅଧିକାରରୁ ତଡ଼ିଦେବା ପାଇଁ ଆସି କିପରି ଆମ୍ଭମାନଙ୍କର ଅପକାର କରୁଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ

11 କିନ୍ତୁ ଦେଖ, ସେଥିପାଇଁ ସେମାନେ ଆମ୍ଭମାନଙ୍କୁ କିପରି ପାରିଶ୍ରମିକ ଦେଉଛନ୍ତି। ସେମାନେ ଆମ୍ଭମାନଙ୍କୁ ତୁମ୍ଭ ଦେଶରୁ ବଳପୂର୍ବକ ବାହାର କରିଦେବାକୁ ଆସିଛନ୍ତି। ତୁମ୍ଭେ ଏହି ଦେଶ ଆମ୍ଭମାନଙ୍କୁ ଦେଇଥିଲ।

Viz kapitola kopírovat




2 ବଂଶାବଳୀ 20:11

Následuj nás:

Reklamy


Reklamy