Online Bible

- Reklamy -




2 ବଂଶାବଳୀ 20:12 - ଓଡିଆ ବାଇବେଲ

12 ହେ ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ କ’ଣ ଏମାନଙ୍କର ବିଚାର କରିବ ନାହିଁ ? କାରଣ ଆମ୍ଭମାନଙ୍କ ପ୍ରତିକୂଳରେ ଆଗତ ଏହି ବୃହତ୍ ଦଳ ବିରୁଦ୍ଧରେ ଆମ୍ଭମାନଙ୍କର କୌଣସି ପରାକ୍ରମ ନାହିଁ; ଅଥବା କଅଣ କରିବାକୁ ହେବ, ଏହା ଆମ୍ଭେମାନେ ଜାଣୁ ନାହୁଁ; କେବଳ ତୁମ୍ଭ ପ୍ରତି ଆମ୍ଭମାନଙ୍କ ଦୃଷ୍ଟି ଅଛି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ହେ ଆମ୍ଭମାନଙ୍କ ପରମେଶ୍ଵର, ତୁମ୍ଭେ କʼଣ ଏମାନଙ୍କର ବିଚାର କରିବ ନାହିଁ? କାରଣ ଆମ୍ଭମାନଙ୍କ ପ୍ରତିକୂଳରେ ଆଗତ ଏହି ବୃହତ ଦଳ ବିରୁଦ୍ଧରେ ଆମ୍ଭମାନଙ୍କର କୌଣସି ପରାକ୍ରମ ନାହିଁ; ଅଥବା କଅଣ କରିବାକୁ ହେବ, ଏହା ଆମ୍ଭେମାନେ ଜାଣୁ ନାହୁଁ; କେବଳ ତୁମ୍ଭ ପ୍ରତି ଆମ୍ଭମାନଙ୍କ ଦୃଷ୍ଟି ଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ହେ ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ କʼଣ ଏମାନଙ୍କର ବିଚାର କରିବ ନାହିଁ? କାରଣ ଆମ୍ଭମାନଙ୍କ ପ୍ରତିକୂଳରେ ଆଗତ ଏହି ବୃହତ ଦଳ ବିରୁଦ୍ଧରେ ଆମ୍ଭମାନଙ୍କର କୌଣସି ପରାକ୍ରମ ନାହିଁ; ଅଥବା କଅଣ କରିବାକୁ ହେବ, ଏହା ଆମ୍ଭେମାନେ ଜାଣୁ ନାହୁଁ; କେବଳ ତୁମ୍ଭ ପ୍ରତି ଆମ୍ଭମାନଙ୍କ ଦୃଷ୍ଟି ଅଛି।”

Viz kapitola kopírovat

ପବିତ୍ର ବାଇବଲ

12 ହେ ଆମ୍ଭମାନଙ୍କର ପରମେଶ୍ୱର, ସେହି ଲୋକମାନଙ୍କୁ ଦଣ୍ଡ ଦିଅ। ଏହି ଯେଉଁ ବୃହତ୍ ସୈନ୍ୟଦଳ ଆମ୍ଭମାନଙ୍କ ବିରୁଦ୍ଧରେ ଆସୁଛନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କର କୌଣସି ଶକ୍ତି ନାହିଁ। କ’ଣ କରିବାକୁ ହେବ, ତାହା ଆମ୍ଭେମାନେ ଜାଣି ନାହୁଁ। ସେଥିନିମନ୍ତେ ଆମ୍ଭେମାନେ ତୁମ୍ଭର ସାହାଯ୍ୟ ଲୋଡ଼ୁଅଛୁ।”

Viz kapitola kopírovat




2 ବଂଶାବଳୀ 20:12

Následuj nás:

Reklamy


Reklamy