Online Bible

- Reklamy -




2 ବଂଶାବଳୀ 20:19 - ଓଡିଆ ବାଇବେଲ

19 ପୁଣି କହାତୀୟ-ସନ୍ତାନଗଣର ଓ କୋରହ ସନ୍ତାନନଗଣର ଲେବୀୟମାନେ ଅତି ଉଚ୍ଚୈଃସ୍ୱରରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଶଂସା କରିବା ନିମନ୍ତେ ଠିଆ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ପୁଣି କହାତୀୟ-ସନ୍ତାନଗଣର ଓ କୋରହ-ସନ୍ତାନଗଣର ଲେବୀୟମାନେ ଅତି ଉଚ୍ଚୈଃସ୍ଵରରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ପ୍ରଶଂସା କରିବା ନିମନ୍ତେ ଠିଆ ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି କହାତୀୟ-ସନ୍ତାନଗଣର ଓ କୋରହ-ସନ୍ତାନଗଣର ଲେବୀୟମାନେ ଅତି ଉଚ୍ଚସ୍ୱରରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଶଂସା କରିବା ନିମନ୍ତେ ଠିଆ ହେଲେ।

Viz kapitola kopírovat

ପବିତ୍ର ବାଇବଲ

19 କହାତୀୟ ପରିବାରବର୍ଗର ଲେବୀୟମାନେ ଓ କୋରହ ଠିଆ ହୋଇ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବାକୁ ଲାଗିଲେ। ସେମାନେ ଅତି ଉଚ୍ଚସ୍ୱରରେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରୁଥିଲେ।

Viz kapitola kopírovat




2 ବଂଶାବଳୀ 20:19

Následuj nás:

Reklamy


Reklamy