Online Bible

- Reklamy -




2 ବଂଶାବଳୀ 20:2 - ଓଡିଆ ବାଇବେଲ

2 ଏଥିରେ କେତେକ ଲୋକ ଯିହୋଶାଫଟ୍‍ଙ୍କୁ ସମ୍ବାଦ ଦେଇ କହିଲେ, “ସମୁଦ୍ର ସେପାରିସ୍ଥ ଅରାମ ଦେଶରୁ ଏକ ମହାଜନତା ଆପଣଙ୍କ ପ୍ରତିକୂଳରେ ଆସୁଅଛନ୍ତି; ଆଉ ଦେଖନ୍ତୁ, ସେମାନେ ହତ୍‍-ସସୋନ୍‍-ତାମରରେ ଅଛନ୍ତି, (ଏହାକୁ ଐନଗଦୀ କହନ୍ତି)।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ଏଥିରେ କେତେକ ଲୋକ ଯିହୋଶାଫଟ୍ଙ୍କୁ ସମ୍ଵାଦ ଦେଇ କହିଲେ, ସମୁଦ୍ର ସେପାରିସ୍ଥ ଅରାମ ଦେଶରୁ ଏକ ମହାଜନତା ଆପଣଙ୍କ ପ୍ରତିକୂଳରେ ଆସୁଅଛନ୍ତି; ଆଉ ଦେଖନ୍ତୁ, ସେମାନେ ହତ୍-ସସୋନ୍-ତାମରରେ ଅଛନ୍ତି, (ଏହାକୁ ଐନ୍-ଗଦୀ କହନ୍ତି)।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏଥିରେ କେତେକ ଲୋକ ଯିହୋଶାଫଟ୍‍ଙ୍କୁ ସମ୍ବାଦ ଦେଇ କହିଲେ, “ସମୁଦ୍ର ସେପାରିସ୍ଥ ଅରାମ ଦେଶରୁ ଏକ ମହାଜନତା ଆପଣଙ୍କ ପ୍ରତିକୂଳରେ ଆସୁଅଛନ୍ତି; ଆଉ ଦେଖନ୍ତୁ, ସେମାନେ ହତ୍‍-ସସୋନ୍‍-ତାମରରେ ଅଛନ୍ତି, (ଏହାକୁ ଐନଗଦୀ କହନ୍ତି)।”

Viz kapitola kopírovat

ପବିତ୍ର ବାଇବଲ

2 କିଛି ଲୋକ ଆସି ଯିହୋଶାଫ‌ଟଙ୍କୁ କହିଲେ, “ଇଦୋମରୁ ତୁମ୍ଭ ବିରୁଦ୍ଧରେ ଏକ ବୃହତ୍ ସୈନ୍ୟଦଳ ଆସୁଛନ୍ତି। ସେମାନେ ମୃତସାଗରର ଅପର ପାର୍ଶ୍ୱରୁ ଆସୁଅଛନ୍ତି। ସେମାନେ ହତସସୋନ୍-ତାମରରେ ଆସି ପୁରାପୁରି ପହଞ୍ଚି ସାରିଲେଣି।” (ହତସସୋନ୍-ତାମରକୁ ଐନ୍ ଗଦୀ ବୋଲି ମଧ୍ୟ କୁହାଯାଉଥିଲା।)

Viz kapitola kopírovat




2 ବଂଶାବଳୀ 20:2

Následuj nás:

Reklamy


Reklamy