2 ବଂଶାବଳୀ 20:20 - ଓଡିଆ ବାଇବେଲ20 ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରି ଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍ ଠିଆହୋଇ କହିଲେ, “ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋ’ କଥା ଶୁଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ ତାହାଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରି ଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍ ଠିଆହୋଇ କହିଲେ, ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋʼ କଥା ଶୁଣ; ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ଠାରେ ବିଶ୍ଵାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ; ତାହାଙ୍କ ଭବିଷ୍ୟଦ୍-ବକ୍ତାମାନଙ୍କୁ ବିଶ୍ଵାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରିଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍ ଠିଆ ହୋଇ କହିଲେ, “ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋʼ କଥା ଶୁଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ ତାହାଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ।” Viz kapitolaପବିତ୍ର ବାଇବଲ20 ଯିହୋଶାଫଟଙ୍କ ସୈନ୍ୟଦଳ ପ୍ରଭାତରେ ତକୋୟର ମରୁଭୂମି ମଧ୍ୟକୁ ଯୁଦ୍ଧ ପାଇଁ ଯାତ୍ରା କଲେ। ସେମାନେ ଯାତ୍ରାରମ୍ଭ କରିବା ସମୟରେ ଯିହୋଶାଫଟ୍ ଉଠି ଠିଆ ହେଲେ ଓ କହିଲେ, “ଯିହୁଦା ଓ ଯିରୁଶାଲମର ସମସ୍ତ ଲୋକ ମୋ’ କଥା ଶୁଣ। ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖ, ତେବେ ତୁମ୍ଭେମାନେ ଦୃଢ଼ ରୂପେ ଠିଆ ହୋଇ ପାରିବ। ସଦାପ୍ରଭୁଙ୍କର ଭବିଷ୍ୟଦ୍ବକ୍ତାମାନଙ୍କଠାରେ ବିଶ୍ୱାସ ରଖ। ତୁମ୍ଭେମାନେ କୃତକାର୍ଯ୍ୟ ହେବ।” Viz kapitola |