2 ବଂଶାବଳୀ 20:24 - ଓଡିଆ ବାଇବେଲ24 ଏଥିଉତ୍ତାରେ ଯିହୁଦାର ଲୋକମାନେ ପ୍ରାନ୍ତରସ୍ଥ ପ୍ରହରୀ-ଦୁର୍ଗରେ ଉପସ୍ଥିତ ହୋଇ ଲୋକଗହଳ ପ୍ରତି ଅନାଇଲେ ଆଉ ଦେଖ, ସେମାନେ ମୃତ-ଶରୀର ହୋଇ ଭୂମିରେ ପଡ଼ିଅଛନ୍ତି, ପୁଣି କେହି ବଞ୍ଚି ନାହାନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏଥି ଉତ୍ତାରେ ଯିହୁଦାର ଲୋକମାନେ ପ୍ରାନ୍ତରସ୍ଥ ପ୍ରହରୀ-ଦୁର୍ଗରେ ଉପସ୍ଥିତ ହୋଇ ଲୋକଗହଳ ପ୍ରତି ଅନାଇଲେ; ଆଉ ଦେଖ, ସେମାନେ ମୃତ-ଶରୀର ହୋଇ ଭୂମିରେ ପଡ଼ିଅଛନ୍ତି, ପୁଣି କେହି ବଞ୍ଚି ନାହାନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଥିଉତ୍ତାରେ ଯିହୁଦାର ଲୋକମାନେ ପ୍ରାନ୍ତରସ୍ଥ ପ୍ରହରୀ-ଦୁର୍ଗରେ ଉପସ୍ଥିତ ହୋଇ ଲୋକଗହଳ ପ୍ରତି ଅନାଇଲେ ଆଉ ଦେଖ, ସେମାନେ ମୃତ ଶରୀର ହୋଇ ଭୂମିରେ ପଡ଼ିଅଛନ୍ତି, ପୁଣି କେହି ବଞ୍ଚି ନାହାନ୍ତି। Viz kapitolaପବିତ୍ର ବାଇବଲ24 ଯିହୁଦାର ଲୋକେ ମରୁଭୂମିର ପ୍ରହରୀ ଦୁର୍ଗରେ ପହଞ୍ଚିଲେ। ସେମାନେ ଶତ୍ରୁ ପକ୍ଷର ବୃହତ୍ ସୈନ୍ୟଦଳକୁ ଖୋଜି ବୁଲିଲେ। କିନ୍ତୁ ସେମାନେ କେବଳ ମୃତ ଶରୀରଗୁଡ଼ିକୁ ଭୂମି ଉପରେ ପଡ଼ି ରହିଥିବାର ଦେଖିଲେ। ଜଣେ ସୁଦ୍ଧା ଜୀବିତ ନ ଥିଲା। Viz kapitola |