2 ବଂଶାବଳୀ 20:33 - ଓଡିଆ ବାଇବେଲ33 ତଥାପି ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; କିଅବା ଲୋକମାନେ ସେତେବେଳେ ହେଁ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ପ୍ରତି ଆପଣା ଆପଣା ଅନ୍ତଃକରଣ ନିବିଷ୍ଟ କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ତଥାପି ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; କିଅବା ଲୋକମାନେ ସେତେବେଳେ ହେଁ ଆପଣାମାନଙ୍କ ପିତୃପୁରୁଷଗଣର ପରମେଶ୍ଵରଙ୍କ ପ୍ରତି ଆପଣା ଆପଣା ଅନ୍ତଃକରଣ ନିବିଷ୍ଟ କଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ତଥାପି ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; କିଅବା ଲୋକମାନେ ସେତେବେଳେ ହେଁ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ପ୍ରତି ଆପଣା ଆପଣା ଅନ୍ତଃକରଣ ନିବିଷ୍ଟ କଲେ ନାହିଁ। Viz kapitolaପବିତ୍ର ବାଇବଲ33 କିନ୍ତୁ ଉଚ୍ଚସ୍ଥାନଗୁଡ଼ିକ ଦୂରୀକୃତ ହୋଇ ନ ଥିଲା। ଆଉ ଲୋକମାନେ ସମ୍ପୂର୍ଣ୍ଣ ଭାବରେ ସେମାନଙ୍କ ପରମେଶ୍ୱରଙ୍କର ଅନୁଗାମୀ ହେଲେ ନାହିଁ, ଯାହାଙ୍କର ଅନୁଗାମୀ ତାଙ୍କ ପୂର୍ବପୁରୁଷମାନେ ହୋଇଥିଲେ। Viz kapitola |