Online Bible

- Reklamy -




2 ବଂଶାବଳୀ 20:6 - ଓଡିଆ ବାଇବେଲ

6 ଆଉ ସେ କହିଲେ, “ହେ ସଦାପ୍ରଭୁ, ଆମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ତୁମ୍ଭେ କ’ଣ ସ୍ୱର୍ଗସ୍ଥ ପରମେଶ୍ୱର ନୁହଁ ? ତୁମ୍ଭେ କ’ଣ ଗୋଷ୍ଠୀମାନଙ୍କ ସମୁଦାୟ ରାଜ୍ୟର କର୍ତ୍ତା ନୁହଁ ? ପୁଣି, ତୁମ୍ଭ ହସ୍ତରେ ଶକ୍ତି ଓ ପରାକ୍ରମ ଅଛି, ଏଣୁ ତୁମ୍ଭର ପ୍ରତିବାଧା କରିବାକୁ କେହି ସମର୍ଥ ନୁହେଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ଆଉ ସେ କହିଲେ, ହେ ସଦାପ୍ରଭୋ, ଆମ୍ଭମାନଙ୍କ ପିତୃପୁରୁଷଗଣର ପରମେଶ୍ଵର, ତୁମ୍ଭେ କʼଣ ସ୍ଵର୍ଗସ୍ଥ ପରମେଶ୍ଵର ନୁହଁ? ତୁମ୍ଭେ କʼଣ ଗୋଷ୍ଠୀମାନଙ୍କ ସମୁଦାୟ ରାଜ୍ୟର କର୍ତ୍ତା ନୁହଁ? ପୁଣି, ତୁମ୍ଭ ହସ୍ତରେ ଶକ୍ତି ଓ ପରାକ୍ରମ ଅଛି, ଏଣୁ ତୁମ୍ଭର ପ୍ରତିବାଧା କରିବାକୁ କେହି ସମର୍ଥ ନୁହେଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ସେ କହିଲେ, “ହେ ସଦାପ୍ରଭୋ, ଆମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ତୁମ୍ଭେ କʼଣ ସ୍ୱର୍ଗସ୍ଥ ପରମେଶ୍ୱର ନୁହଁ? ତୁମ୍ଭେ କʼଣ ଗୋଷ୍ଠୀମାନଙ୍କ ସମୁଦାୟ ରାଜ୍ୟର କର୍ତ୍ତା ନୁହଁ? ପୁଣି, ତୁମ୍ଭ ହସ୍ତରେ ଶକ୍ତି ଓ ପରାକ୍ରମ ଅଛି, ଏଣୁ ତୁମ୍ଭର ପ୍ରତିବାଧା କରିବାକୁ କେହି ସମର୍ଥ ନୁହେଁ।

Viz kapitola kopírovat

ପବିତ୍ର ବାଇବଲ

6 ସେ କହିଲେ, “ହେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ସ୍ୱର୍ଗସ୍ଥ ପରମେଶ୍ୱର ଅଟ। ତୁମ୍ଭେ ସବୁ ଜାତି ଓ ସବୁ ରାଜ୍ୟ ଉପରେ ରାଜତ୍ୱ କର। ତୁମ୍ଭର ପରାକ୍ରମ ଓ ଶକ୍ତି ଅଛି। କୌଣସି ବ୍ୟକ୍ତି ତୁମ୍ଭ ବିରୁଦ୍ଧରେ ଠିଆ ହୋଇ ନ ପାରେ।

Viz kapitola kopírovat




2 ବଂଶାବଳୀ 20:6

Následuj nás:

Reklamy


Reklamy