Online Bible

- Reklamy -




2 ବଂଶାବଳୀ 21:13 - ଓଡିଆ ବାଇବେଲ

13 ମାତ୍ର ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କରିଅଛ, ପୁଣି ଆହାବର ବଂଶ ତୁଲ୍ୟ ଯିହୁଦାକୁ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଅଛ, ମଧ୍ୟ ତୁମ୍ଭଠାରୁ ଉତ୍ତମ ତୁମ୍ଭ ପିତୃବଂଶର ଭ୍ରାତୃଗଣକୁ ବଧ କରିଅଛ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ମାତ୍ର ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କରିଅଛ, ପୁଣି ଆହାବର ବଂଶ ତୁଲ୍ୟ ଯିହୁଦାକୁ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଅଛ, ମଧ୍ୟ ତୁମ୍ଭଠାରୁ ଉତ୍ତମ ତୁମ୍ଭ ପିତୃବଂଶର ଭ୍ରାତୃଗଣକୁ ବଧ କରିଅଛଗ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ମାତ୍ର ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କରିଅଛ, ପୁଣି ଆହାବର ବଂଶ ତୁଲ୍ୟ ଯିହୁଦାକୁ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଅଛ, ମଧ୍ୟ ତୁମ୍ଭଠାରୁ ଉତ୍ତମ ତୁମ୍ଭ ପିତୃବଂଶର ଭ୍ରାତୃଗଣକୁ ବଧ କରିଅଛ;

Viz kapitola kopírovat

ପବିତ୍ର ବାଇବଲ

13 କିନ୍ତୁ ତୁମ୍ଭେ ଇସ୍ରାଏଲର ରାଜାମାନଙ୍କ ପରି ଜୀବନଯାପନ କରିଅଛ। ତୁମ୍ଭେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ପରମେଶ୍ୱରଙ୍କ ଇଚ୍ଛାନୁଯାୟୀ କର୍ମ କରିବାରୁ ନିବୃତ୍ତ କରିଅଛ। ଆହାବ ଓ ତାଙ୍କର ପରିବାର ଏହିପରି କରିଥିଲେ। ସେମାନେ ପରମେଶ୍ୱରଙ୍କ ପ୍ରତି ଅବିଶ୍ୱସ୍ତ ହୋଇଥିଲେ। ତୁମ୍ଭେ ତୁମ୍ଭର ଭ୍ରାତାମାନଙ୍କୁ ହତ୍ୟା କରିଅଛ ଏବଂ ତୁମ୍ଭର ପିତାଙ୍କର ସମସ୍ତ ସମ୍ପତ୍ତିକୁ ନଷ୍ଟ କରିଛ। ତୁମ୍ଭର ଭ୍ରାତାମାନେ ତୁମ୍ଭଠାରୁ ଉତ୍ତମ ଥିଲେ।

Viz kapitola kopírovat




2 ବଂଶାବଳୀ 21:13

Následuj nás:

Reklamy


Reklamy