2 ବଂଶାବଳୀ 21:16 - ଓଡିଆ ବାଇବେଲ16 ଏଥିଉତ୍ତାରେ ସଦାପ୍ରଭୁ ଯିହୋରାମ୍ଙ୍କର ପ୍ରତିକୂଳରେ ପଲେଷ୍ଟୀୟ ଓ କୂଶୀୟମାନଙ୍କ ନିକଟସ୍ଥ ଆରବୀୟମାନଙ୍କ ମନକୁ ଉତ୍ତେଜିତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଏଥି ଉତ୍ତାରେ ସଦାପ୍ରଭୁ ଯିହୋରାମ୍ଙ୍କର ପ୍ରତିକୂଳରେ ପଲେଷ୍ଟୀୟ ଓ କୂଶୀୟମାନଙ୍କ ନିକଟସ୍ଥ ଆରବୀୟମାନଙ୍କ ମନକୁ ଉତ୍ତେଜିତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିଉତ୍ତାରେ ସଦାପ୍ରଭୁ ଯିହୋରାମ୍ଙ୍କର ପ୍ରତିକୂଳରେ ପଲେଷ୍ଟୀୟ ଓ କୂଶୀୟମାନଙ୍କ ନିକଟସ୍ଥ ଆରବୀୟମାନଙ୍କ ମନକୁ ଉତ୍ତେଜିତ କଲେ। Viz kapitolaପବିତ୍ର ବାଇବଲ16 କୂଶୀୟମାନଙ୍କ ନିକଟରେ ବାସ କରୁଥିବା ପଲେଷ୍ଟୀୟ ଓ ଆରବୀୟମାନଙ୍କୁ ଯିହୋରାମଙ୍କ ଉପରେ ସଦାପ୍ରଭୁ କ୍ରୋଧିତ କରାଇଲେ। Viz kapitola |