Online Bible

- Reklamy -




2 ବଂଶାବଳୀ 21:17 - ଓଡିଆ ବାଇବେଲ

17 ତହିଁରେ ସେମାନେ ଯିହୁଦାର ପ୍ରତିକୂଳରେ ଆସି ତାହା ଭାଙ୍ଗି ତହିଁ ମଧ୍ୟରେ ପ୍ରବେଶ କଲେ ଓ ରାଜଗୃହରେ ପ୍ରାପ୍ତ ସକଳ ସମ୍ପତ୍ତି, ମଧ୍ୟ ପୁତ୍ରଗଣକୁ ଓ ପତ୍ନୀଗଣକୁ ନେଇଗଲେ; ତହିଁରେ ତାଙ୍କର କନିଷ୍ଠ ପୁତ୍ର ଯିହୋୟାହସ୍‍ ବ୍ୟତୀତ ଆଉ ତାଙ୍କର ଗୋଟିଏ ପୁତ୍ର ଅବଶିଷ୍ଟ ରହିଲା ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ତହିଁରେ ସେମାନେ ଯିହୁଦାର ପ୍ରତିକୂଳରେ ଆସି ତାହା ଭାଙ୍ଗି ତହିଁ ମଧ୍ୟରେ ପ୍ରବଶେ କଲେ ଓ ରାଜଗୃହରେ ପ୍ରାପ୍ତ ସକଳ ସମ୍ପତ୍ତି, ମଧ୍ୟ ପୁତ୍ରଗଣକୁ ଓ ପନିୀଗଣକୁ ନେଇଗଲେ; ତହିଁରେ ତାଙ୍କର କନିଷ୍ଠ ପୁତ୍ର ଯିହୋୟାହସ୍ ଛଡ଼ା ଆଉ ତାଙ୍କର ଗୋଟିଏ ପୁତ୍ର ଅବଶିଷ୍ଟ ରହିଲା ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତହିଁରେ ସେମାନେ ଯିହୁଦାର ପ୍ରତିକୂଳରେ ଆସି ତାହା ଭାଙ୍ଗି ତହିଁ ମଧ୍ୟରେ ପ୍ରବେଶ କଲେ ଓ ରାଜଗୃହରେ ପ୍ରାପ୍ତ ସକଳ ସମ୍ପତ୍ତି, ମଧ୍ୟ ପୁତ୍ରଗଣକୁ ଓ ପତ୍ନୀଗଣକୁ ନେଇଗଲେ; ତହିଁରେ ତାଙ୍କର କନିଷ୍ଠ ପୁତ୍ର ଯିହୋୟାହସ୍‍ ବ୍ୟତୀତ ଆଉ ତାଙ୍କର ଗୋଟିଏ ପୁତ୍ର ଅବଶିଷ୍ଟ ରହିଲା ନାହିଁ।

Viz kapitola kopírovat

ପବିତ୍ର ବାଇବଲ

17 ସେହି ଲୋକମାନେ ଯିହୁଦା ଦେଶ ଆକ୍ରମଣ କଲେ। ସେମାନେ ରାଜାଙ୍କ ଗୃହରେ ଥିବା ସମସ୍ତ ଧନରତ୍ନ ଲୁଟି ନେଲେ ଓ ଯିହୋରା‌ମଙ୍କ ପୁତ୍ର ଓ ସ୍ତ୍ରୀଗଣଙ୍କୁ ନେଇଗଲେ। କେବଳ ଯିହୋରା‌ମଙ୍କ କନିଷ୍ଠ ପୁତ୍ର ରକ୍ଷା ପାଇଯାଇଥିଲା। ଯିହୋରା‌ମଙ୍କ କନିଷ୍ଠ ପୁତ୍ରର ନାମ ଥିଲା ଯିହୋୟାହସ୍।

Viz kapitola kopírovat




2 ବଂଶାବଳୀ 21:17

Následuj nás:

Reklamy


Reklamy